ତିନି ଜିଲ୍ଲାରେ ଦାନା ର  ତାଣ୍ଡବ

ତିନି ଜିଲ୍ଲାରେ ଦାନା ର ତାଣ୍ଡବ

ଦାନାର ପ୍ରଭାବରେ କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର, ଜିଲ୍ଲାର ଅଧିକାଶଂ ସ୍ଥାନରେ ଅଧିକ କ୍ଷୟକ୍ଷତି ହୋଇଥିବା ଦେଖିବାକୁ ମିଳିଛି । ବିଭିନ୍ନ ସ୍ଥାନରେ ବଡ଼ ବଡ଼ ଗଛ ଉପୁଡ଼ି ପଡିଛି । ଉଜୁଡି ଯାଇଛି ଅନେକ ଘର , ବିଭିନ୍ନ ସ୍ଥାନରେ ଚାଳ ଛପର ଉଡିଯାଇଛି ।

ଆଜବେଷ୍ଟ ଘର ମଧ୍ୟ ଉଡ଼ିଯାଇଥିବା ଦେଖିବାକୁ ମିଳିଛି । ମାଟି କାନ୍ଥ ଘର ଭାଙ୍ଗିଯାଇଛି , ଗଛ ଡାଳ ପଡି କିଛି ସ୍ଥାନରେ ବିଦ୍ୟୁତ୍ ଓ ଟେଲିଫୋନ ତାର ଛିଣ୍ଡିଛି । ଏପଟେ ସମୂଦ୍ର ପାଣି ଗାଁ ଭିତରକୁ ପଶିଆଶିବାରୁ ଶହ ଶହ ପରିବାର ପାଣିଘେରରେ ।

ସମୁଦ୍ରରେ ଉଚ୍ଚ ଢେଉ ଉପକୂଳବର୍ତ୍ତୀ ଅଞ୍ଚଳକୁ ମାଡ଼ କରୁଛି । କେଉଁଠି ୫୦୦ ମିଟର ତ ଆଉ କେଉଁଠି ଦେଢ଼ କିଲୋମିଟର ପର୍ଯ୍ୟନ୍ତ ସ୍ଥଳଭାଗକୁ ମାଡ଼ି ଆସିଲାଣି ସମୁଦ୍ର ।

Related post

ରାଜ୍ୟରେ ହିଟ ୱେଭ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି: ଆଞ୍ଚଳିକ ପାଣିପାଗ ବିଭାଗ

ରାଜ୍ୟରେ ହିଟ ୱେଭ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି: ଆଞ୍ଚଳିକ ପାଣିପାଗ…

୧୦ ତାରିଖରୁ ରାଜ୍ୟରେ ହିଟ ୱେଭ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କଲା ଆଞ୍ଚଳିକ ପାଣିପାଗ ବିଭାଗ ।  ଗତ କାଲି ମୟୂରଭଞ୍ଜ ଜିଲ୍ଲାର ତଙ୍ଗରବଳଦ ସ୍ଥାନରେ ୨…
ସତର୍କ କଲା ପାଣିପାଗ କେନ୍ଦ୍ର, ଆଜିଠୁ ବଢ଼ିବ ବର୍ଷା

ସତର୍କ କଲା ପାଣିପାଗ କେନ୍ଦ୍ର, ଆଜିଠୁ ବଢ଼ିବ ବର୍ଷା

ବଙ୍ଗୋପସାଗରରେ ଆଣ୍ଟି ସାଇକ୍ଲୋନିକ ସର୍କୁଲେସନ ସକ୍ରିୟ । ଏହା ସହ ଟ୍ରପ ଲାଇନ ପ୍ରଭାବରେ ରାଜ୍ୟ ମଧ୍ୟକୁ ସମୁଦ୍ର ପଟୁ ଜଳୀୟବାଷ୍ପ ପ୍ରବେଶ କରୁଛି । ପ୍ରଭାବରେ ରାଜ୍ୟର…
ବିଦେଶୀ ପକ୍ଷୀଙ୍କ ସଂଖ୍ୟା, ଭିତରକନିକାକୁ ଆସିଛନ୍ତି ୧ ଲକ୍ଷ ୫୧ ହଜାର ୬୧୪ଟି ପକ୍ଷୀ

ବିଦେଶୀ ପକ୍ଷୀଙ୍କ ସଂଖ୍ୟା, ଭିତରକନିକାକୁ ଆସିଛନ୍ତି ୧ ଲକ୍ଷ ୫୧ ହଜାର…

ଚଳିତବର୍ଷ ୧ ଲକ୍ଷ ୫୧ ହଜାର ୬୧୪ଟି ବିଦେଶୀ ପକ୍ଷୀ ଆସିଛନ୍ତି । ଚଳିତବର୍ଷ ୧୧୮ ପ୍ରଜାତି ପକ୍ଷୀ ଚିହ୍ନଟ ହୋଇଥିବାବେଳେ ଗତବର୍ଷ ତୁଳନାରେ ୩ କମ୍ ରହିଛନ୍ତି…

Leave a Reply

Your email address will not be published. Required fields are marked *