ରାସ୍ତା ଉପରେ ବଡ଼ ବଡ଼ ଗଛ ଦାନା ର ପ୍ରଭାବରେ ବସ୍ ଚଳାଚଳ ପ୍ରଭାବିତ

ରାସ୍ତା ଉପରେ ବଡ଼ ବଡ଼ ଗଛ ଦାନା ର ପ୍ରଭାବରେ ବସ୍ ଚଳାଚଳ ପ୍ରଭାବିତ

ଯାଜପୁର ଜିଲ୍ଲାରେ ଗତକାଲି ରାତିରୁ ଲାଗି ରହିଛି ଲଗାଣ ବର୍ଷା ।  ଫଳରେ ଆଜି ସକାଳୁ ଜୀବନଯାତ୍ରା ପ୍ରଭାବିତ ହୋଇଛି ।  ପ୍ରବଳ ପବନରେ ବିଭିନ୍ନ ସ୍ଥାନରେ ଗଛ ଉପୁଡି ପଡ଼ିବା ଫଳରେ ଯାତାୟାତରେ ବାଧା ସୃଷ୍ଟି ହୋଇଛି ।

ସ୍ଥାନୀୟ ଲୋକ ଓ ବାତ୍ୟା ମୁକାବିଲା ପାଇଁ ଆସିଥିବା ଓଡ୍ରାଫ୍ ଟିମ୍ ରାସ୍ତା ସଫା କାମରେ ଲାଗିଛନ୍ତି ।  ସେପଟେ ବିପଦ ସଙ୍କୁଳ ଘର ମାନଙ୍କରେ ରହୁଥିବା ଲୋକ ମାନେ ଏବେ ବାତ୍ୟା ଆଶ୍ରୟ ସ୍ଥଳ ରେ ରହିଛନ୍ତି ।  ସେମାନଙ୍କୁ ପ୍ରଶାସନ ପକ୍ଷରୁ ରନ୍ଧା ଖାଦ୍ୟ ଯୋଗାଇ ଦିଆଯାଉଛି ।

Related post

ରାଜ୍ୟରେ ହିଟ ୱେଭ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି: ଆଞ୍ଚଳିକ ପାଣିପାଗ ବିଭାଗ

ରାଜ୍ୟରେ ହିଟ ୱେଭ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି: ଆଞ୍ଚଳିକ ପାଣିପାଗ…

୧୦ ତାରିଖରୁ ରାଜ୍ୟରେ ହିଟ ୱେଭ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କଲା ଆଞ୍ଚଳିକ ପାଣିପାଗ ବିଭାଗ ।  ଗତ କାଲି ମୟୂରଭଞ୍ଜ ଜିଲ୍ଲାର ତଙ୍ଗରବଳଦ ସ୍ଥାନରେ ୨…
ସତର୍କ କଲା ପାଣିପାଗ କେନ୍ଦ୍ର, ଆଜିଠୁ ବଢ଼ିବ ବର୍ଷା

ସତର୍କ କଲା ପାଣିପାଗ କେନ୍ଦ୍ର, ଆଜିଠୁ ବଢ଼ିବ ବର୍ଷା

ବଙ୍ଗୋପସାଗରରେ ଆଣ୍ଟି ସାଇକ୍ଲୋନିକ ସର୍କୁଲେସନ ସକ୍ରିୟ । ଏହା ସହ ଟ୍ରପ ଲାଇନ ପ୍ରଭାବରେ ରାଜ୍ୟ ମଧ୍ୟକୁ ସମୁଦ୍ର ପଟୁ ଜଳୀୟବାଷ୍ପ ପ୍ରବେଶ କରୁଛି । ପ୍ରଭାବରେ ରାଜ୍ୟର…
ବିଦେଶୀ ପକ୍ଷୀଙ୍କ ସଂଖ୍ୟା, ଭିତରକନିକାକୁ ଆସିଛନ୍ତି ୧ ଲକ୍ଷ ୫୧ ହଜାର ୬୧୪ଟି ପକ୍ଷୀ

ବିଦେଶୀ ପକ୍ଷୀଙ୍କ ସଂଖ୍ୟା, ଭିତରକନିକାକୁ ଆସିଛନ୍ତି ୧ ଲକ୍ଷ ୫୧ ହଜାର…

ଚଳିତବର୍ଷ ୧ ଲକ୍ଷ ୫୧ ହଜାର ୬୧୪ଟି ବିଦେଶୀ ପକ୍ଷୀ ଆସିଛନ୍ତି । ଚଳିତବର୍ଷ ୧୧୮ ପ୍ରଜାତି ପକ୍ଷୀ ଚିହ୍ନଟ ହୋଇଥିବାବେଳେ ଗତବର୍ଷ ତୁଳନାରେ ୩ କମ୍ ରହିଛନ୍ତି…

Leave a Reply

Your email address will not be published. Required fields are marked *