କାର୍ତ୍ତିକ ମାସର ଦ୍ୱିତୀୟ ସୋମବାର ଚଳଚଞ୍ଚଳ‌ ବାବା ଧବଳେଶ୍ୱର ଙ୍କ ପୀଠ

କାର୍ତ୍ତିକ ମାସର ଦ୍ୱିତୀୟ ସୋମବାର ଚଳଚଞ୍ଚଳ‌ ବାବା ଧବଳେଶ୍ୱର ଙ୍କ ପୀଠ

ଧାର୍ମିକ ବିଶ୍ବାସ ରହିଛି ଏହି ଦିନରେ ଦେବ ଦେବ ମହାଦବେଙ୍କୁ ର୍ଦଶନ କଲେ କୋଟି ଜନ୍ମର ପୁଣ୍ୟ ମିଳିବା ସହ ମାନସିକ ଶାନ୍ତି ମିଳିଥାଏ ।

କାର୍ତ୍ତିକ ସୋମବାରରେ ବାବା ଧବଳେଶ୍ୱର ଙ୍କୁ ର୍ଦଶନ କରିବା ସହିତ ପୀଠରେ କାର୍ତ୍ତିକ ବ୍ରତ ପାଳନ କରୁଛନ୍ତି ବ୍ରତଧାରି ଓ ଶ୍ରଦ୍ଧାଳୁ ।  ପୂଜକ ସମିତି ପକ୍ଷରୁ ଭୋର୍ ୪ଟାରୁ ମନ୍ଦିରର ପହଡ ଖୋଲାଯାଇ ୧୦୮ ସୁବାସିତ ଜଳରେ ବାବାଙ୍କୁ ସ୍ନାନ ପରେ ମଙ୍ଗଳାଆଳତୀ, ମାଇଲମ୍, ବାଳଭୋଗ ଆଦି ସମସ୍ତ ନୀତିକାନ୍ତି ସମ୍ପନ୍ନ କରାଯାଇଛି ।

Related post

ବଡ଼ଓଷା ପାଇଁ  ହରିହର ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ବର

ବଡ଼ଓଷା ପାଇଁ ହରିହର ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ବର

ଗତକାଲି ରାତ୍ରରେ ହରିହର ଭେଟ ପରେ ମଧ୍ଯ ରାତ୍ରିର ତ୍ରୟୋଦଶୀ ଓ ଚତୁର୍ଦ୍ଦଶୀର ସନ୍ଧି କ୍ଷଣରେ ପ୍ରସିଦ୍ଧ ଶୈବପୀଠ ପ୍ରଭୁ ଶ୍ରୀ ଶ୍ରୀ ଧବଳେଶ୍ୱରଙ୍କ ପାଖରେ ଲାଗି ହୋଇଛି…
ଆଜି  କାର୍ତ୍ତିକ ମାସର ତୃତୀୟ ସୋମବାର, ଚଳଚଞ୍ଚଳ ଧବଳେଶ୍ୱରଙ୍କ ପୀଠ

ଆଜି କାର୍ତ୍ତିକ ମାସର ତୃତୀୟ ସୋମବାର, ଚଳଚଞ୍ଚଳ ଧବଳେଶ୍ୱରଙ୍କ ପୀଠ

ଆଜି ହେଉଛି ମହା ପବିତ୍ର କାର୍ତ୍ତିକ ମାସର ତୃତୀୟ ସୋମବାର ।  ଚଳଚଞ୍ଚଳ ହୋଇପଡିଛି ଆଠଗଡର ପ୍ରସିଦ୍ଧ ବାବା ଧବଳେଶ୍ୱରଙ୍କ ପୀଠ । ଶିବଶଙ୍କର ଙ୍କର ଅତି ପ୍ରିୟବାର…

Leave a Reply

Your email address will not be published. Required fields are marked *