ଶ୍ରୀମନ୍ଦିରରେ ଆଜି ପାଳନ ହେବ ଆଲୋକର ପର୍ବ  । ବଡ ବଡୁଆ ଡାକିବେ ଶ୍ରଦ୍ଧାଳୁ ।

ଶ୍ରୀମନ୍ଦିରରେ ଆଜି ପାଳନ ହେବ ଆଲୋକର ପର୍ବ । ବଡ ବଡୁଆ ଡାକିବେ ଶ୍ରଦ୍ଧାଳୁ ।

ବିରଜା ପାଞ୍ଜିକୁ ମାନୁଥିବା ଜିଲ୍ଲାଗୁଡିକରେ ଗତକାଲି ଲୋକ ଦୀପାବଳି ପାଳନ କରିଛନ୍ତି । ସେହିପରି କୋହେନୂର ଓ ଖଡୀରତ୍ନ ପଞ୍ଜିକାକୁ ଅନୁସରଣ କରୁଥିବା ଜିଲ୍ଲା ଗୁଡିକ ଆଜି ଦୀପାବଳି ପାଳନ କରିବାକୁ ପ୍ରସ୍ତୁତି ଚଳାଇଛନ୍ତି । ଦୁଇ ଦିନିଆ ଦୀପାବଳି ପାଳନ ବିଚିତ୍ର ପରିସ୍ଥିତି ସୃଷ୍ଟି କରିଛି ।

ଶ୍ରୀମନ୍ଦିରରେ ଆଜି ଦୀପାବଳି ପାଳନ ହେବ । କିନ୍ତୁ ଗତକାଲି ସନ୍ଧ୍ୟାରେ ବାହାରୁ ଆସିଥିବା କିଛି ଶ୍ରଦ୍ଧାଳୁ ସିଂହଦ୍ୱାର ସମ୍ମୁଖରେ ଦୀପଦାନ କରିବା ସହ ବଡବଡୁଆ ଡାକୁଥିବା ଦେଖିବାକୁ ମିଳିଛି। କେବଳ ଏହି ଦୀପାବଳି ନୁହେଁ ପୂର୍ବରୁ କୁମାର ପୂର୍ଣ୍ଣିମା, ଅନନ୍ତବ୍ରତ ଭଳି ଅନେକ ପର୍ବ ପାଳନକୁ ନେଇ ଦ୍ୱନ୍ଦ୍ୱ ସୃଷ୍ଟି ହୋଇଛି। ତେଣୁ ଏଭଳି ଦ୍ୱନ୍ଦ୍ୱକୁ ଦୂର କରିବା ପାଇଁ ଶ୍ରୀମନ୍ଦିର ମୁକ୍ତି ମଣ୍ଡପ ପଣ୍ଡିତ ଓ ରାଜ୍ୟ ସରକାର ହସ୍ତକ୍ଷେପ କରନ୍ତୁ ବୋଲି ସାଧାରଣରେ ଦାବି ହେଉଛି ।

Related post

ଚଳିତ ମାସ ଶେଷ ସୁଦ୍ଧା ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ବ୍ୟବସ୍ଥା : ଆଇନ ମନ୍ତ୍ରୀ

ଚଳିତ ମାସ ଶେଷ ସୁଦ୍ଧା ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ବ୍ୟବସ୍ଥା :…

ଚଳିତ ମାସ ଶେଷ ସୁଦ୍ଧା ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ବ୍ୟବସ୍ଥା ଆରମ୍ଭ ହେବ । ଧାଡ଼ି ଦର୍ଶନ ପାଇଁ ସବୁକିଛି ବ୍ୟବସ୍ଥା କରାଯାଇଛି । ଚଳିତ ସପ୍ତାହରେ ଶ୍ରୀମନ୍ଦିର…
ଆଜି ଦୋଳ ପୂର୍ଣ୍ଣିମା, ବିଶ୍ବାସ ରହିଛି ଦୋଳରେ ଦୋଳଗୋବିନ୍ଦଙ୍କୁ ଦର୍ଶନ କଲେ ପୁନର୍ଜନ୍ମ ହୁଏ ନାହିଁ ।

ଆଜି ଦୋଳ ପୂର୍ଣ୍ଣିମା, ବିଶ୍ବାସ ରହିଛି ଦୋଳରେ ଦୋଳଗୋବିନ୍ଦଙ୍କୁ ଦର୍ଶନ କଲେ…

ଆଜି ଦୋଳ ପୂର୍ଣ୍ଣିମା । କାଲି ରଙ୍ଗର ପର୍ବ ହୋଲି । ରାଜ୍ୟର ବିଭିନ୍ନ ସ୍ଥାନରେ ଆୟୋଜିତ ହେଉଛି ମେଳଣ Iଭାରତୀୟ ପରମ୍ପରାରେ ଦୋଳପୂର୍ଣ୍ଣିମାକୁ ଦୁଇ ଭାଗରେ ବିଭକ୍ତ…
ଆଜିଠୁ ଇ-ଡିଟେକ୍ସନ ହେବ ବୀମା । ଗାଡିରେ ବୀମା ନଥିଲେ ଟୋଲ ଗେଟରେ ଧରାପଡିବେ ଗାଡ଼ି ଚାଳକ ।

ଆଜିଠୁ ଇ-ଡିଟେକ୍ସନ ହେବ ବୀମା । ଗାଡିରେ ବୀମା ନଥିଲେ ଟୋଲ…

ବୀମା ନଥିଲେ ସମ୍ପୃକ୍ତ ଗାଡି ବିରୋଧରେ ଇ-ଡିଟେକ୍ସନ ପ୍ରକ୍ରିୟାରେ ଜାରି ହେବ ଇ-ଚାଲାଣ । ରାଜ୍ୟର ବିଭିନ୍ନ ଜାତୀୟ ରାଜପଥରେ ଥିବା ୨୨ଟି ଟୋଲ ଗେଟରେ ଏହା କାର୍ଯ୍ୟକାରୀ…

Leave a Reply

Your email address will not be published. Required fields are marked *