ଭୁବନେଶ୍ୱର : ଦୁଇ ଜଣଙ୍କ ଉପରେ ଚଢ଼ିଗଲା ମୋ ବସ୍

ଭୁବନେଶ୍ୱର : ଦୁଇ ଜଣଙ୍କ ଉପରେ ଚଢ଼ିଗଲା ମୋ ବସ୍

ମୋ ବସ୍ ଦୁର୍ଘଟଣାରେ ୨ ଗୁରୁତରଙ୍କ ମଧ୍ୟରୁ ଯୁବତୀଙ୍କ ହାତ ଉପରେ ବସ୍‌ ଚଢିଯିବାରୁ ତାଙ୍କ ହାତ କଟି ଯାଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି । ଗୁରୁତର ଯୁବତୀ ଓ ଅନ୍ୟ ଜଣଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ଘଟଣାସ୍ଥଳରେ ଉତ୍ତେଜନା ଲାଗି ରହିଛି । ମୋ ବସକୁ ଅଟକାଇଛନ୍ତି ସ୍ଥାନୀୟ ଲୋକେ। ଦୁର୍ଘଟଣା ପରେ ବସ୍ ଡ୍ରାଇଭର ଗାଡ଼ି ଛାଡ଼ି ଚମ୍ପଟ ମାରିଛି । ସେଠାକୁ ଆସୁଥିବା ପ୍ରାୟ ୨୦ରୁ ଅଧିକ ମୋ ବସ୍‌କୁ ଅଟକାଇଛନ୍ତି ଲୋକେ ।

ବେପରୁଆ ଗାଡି ଚାଳନା ପାଇଁ ଦୁର୍ଘଟଣା ଘଟୁଛି ବୋଲି ପ୍ରତ୍ୟକ୍ଷଦର୍ଶୀ କହିଛନ୍ତି । ଦୁର୍ଘଟଣା ପରେ ଗାଡି ଛାଡି ଚାଳକ ଘଟଣାସ୍ଥଳରୁ ଚମ୍ପଟ୍‌ ମାରିଛି । ପୋଲିସ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବା ସହ ଘଟଣାର ତଦନ୍ତ ଜାରି ରଖିଛି ।

Related post

ରାଜଧାନୀରେ ପୁଣି ମୋ ବସ୍ ଚକା ତଳେ ଚାଲିଗଲା  ଜଣେ ମହିଳାଙ୍କ ଜୀବନ

ରାଜଧାନୀରେ ପୁଣି ମୋ ବସ୍ ଚକା ତଳେ ଚାଲିଗଲା ଜଣେ ମହିଳାଙ୍କ…

ରାଜଧାନୀରେ ପୁଣି ମୋ ବସ୍ ଆତଙ୍କ । ମୋ ବସ୍ ଚକ ତଳେ ଚାଲିଗଲା ଜଣେ ମହିଳାଙ୍କ ଜୀବନ ଅନ୍ୟ । ଗତକାଲି ତମାଣ୍ଡୋ ଥାନାର ଓଭରବ୍ରିଜ ତଳେ…
ସର୍ବସାଧାରଣଙ୍କ ପାଇଁ ଆଜିଠୁ ଖୋଲିବ ରାଜଭବନ ଉଦ୍ୟାନ

ସର୍ବସାଧାରଣଙ୍କ ପାଇଁ ଆଜିଠୁ ଖୋଲିବ ରାଜଭବନ ଉଦ୍ୟାନ

ସର୍ବସାଧାରଣଙ୍କ ପାଇଁ ଆଜିଠୁ ଖୋଲିବ ରାଜଭବନ ଉଦ୍ୟାନ । ୨୨ ତାରିଖ ପର୍ଯ୍ୟନ୍ତ ଉଦ୍ୟାନ ଖୋଲାରହିବ । ଅପରାହ୍ନ ୨ଟା୩୦ରୁ ସଂଧ୍ୟା ୫ଟା ଯାଏଁ ଉଦ୍ୟାନ ପିରଦର୍ଶନ ସମୟ…
ପୁରୀ ରୁ ଫେରି ଭୁବନେଶ୍ୱରରେ ବିଭିନ କାର୍ଯ୍ୟକ୍ରମରେ ଯୋଗ ଦେବେ ରାଷ୍ଟ୍ରପତି I

ପୁରୀ ରୁ ଫେରି ଭୁବନେଶ୍ୱରରେ ବିଭିନ କାର୍ଯ୍ୟକ୍ରମରେ ଯୋଗ ଦେବେ ରାଷ୍ଟ୍ରପତି…

ପୁରୀ ରାଜଭବନରୁ ବାହାରି ତାଳବଣିଆ ହେଲିପ୍ୟାଡ୍‌ରେ ପହଂଚିବେ ରାଷ୍ଟ୍ରପତି । ସେଠାରୁ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ଭୁବନେଶ୍ବର ଆସିବେ ମହାମହିମ । ଗତକାଲି ସକାଳେ ପୁରୀ ଗସ୍ତ କରିଥିଲେ…

Leave a Reply

Your email address will not be published. Required fields are marked *