ସଦସ୍ୟତା ପାଇଁ ଆହ୍ବାନ ଦେଲେ ନବୀନ : ବିଜେଡି ସହ ଛାତ୍ରଛାତ୍ରୀଙ୍କୁ ଯୋଡ଼ିବା ପାଇଁ  ରଣନୀତି

ସଦସ୍ୟତା ପାଇଁ ଆହ୍ବାନ ଦେଲେ ନବୀନ : ବିଜେଡି ସହ ଛାତ୍ରଛାତ୍ରୀଙ୍କୁ ଯୋଡ଼ିବା ପାଇଁ ରଣନୀତି

ବିଜୁ ଜନତା ଦଳକୁ ଆଜି ଉଦବୋଧନ ଦେବେ ବିଜେଡି ସଭାପତି ନବୀନ ପଟ୍ଟନାୟକ। ଭୁବନେଶ୍ବର ଶଙ୍ଖ ଭବନରେ ଛାତ୍ର ବିଜେଡିର ସଭ୍ୟ ସଂଗ୍ରହ କର୍ମଶାଳା ଅନୁଷ୍ଠିତ ହେବ । ଗାଁ ଗାଁରେ ବିଜେଡି ସହ ଛାତ୍ରଛାତ୍ରୀଙ୍କୁ ଯୋଡ଼ିବା ଉପରେ ରଣନୀତି ପ୍ରସ୍ତୁତ ହେବ । ନବୀନ ପଟ୍ଟନାୟକଙ୍କ ବିକାଶ କାର୍ଯ୍ୟକ୍ରମ ନେଇ ଜନଜାଗରଣ କରାଯିବ । ଏଥିରେ ଦଳୀୟ ସଭାପତି ନବୀନ ପଟ୍ଟନାୟକଙ୍କ ସହ ଅନେକ ବରିଷ୍ଠ ନେତା ଯୋଗ ଦେବେ ।

ଏହା ପରେ ବିଜୁ ଛାତ୍ର ଜନତା ଦଳ ସଦସ୍ୟତା ଅଭିଯାନ ବିଭିନ୍ନ କଲେଜ କ୍ୟାମ୍ପସରେ କରିବାକୁ ଯୋଜନା ରଖିଛି । ଆଜି ପ୍ରସ୍ତୁତ ହୋଇଥିବା ରୋଡମ୍ୟାପ୍ ଉପରେ ଲାଗିବ ମୋହର । ଗତମାସ ୯ ତାରିଖରୁ ଦଳର ସଦସ୍ୟତା ଅଭିଯାନ ଆରମ୍ଭ ହୋଇଛି ।  କୋଟିଏରୁ ଅଧିକ ସଦସ୍ୟଙ୍କୁ ଦଳ ସହ ଯୋଡ଼ିବା ପାଇଁ ଟାର୍ଗେଟ ରଖିଛି ବିଜେଡି ।  ସଦସ୍ୟତା ଅଭିଯାନରେ ଦଳର ଫୋକସ ରହିଛନ୍ତି ମହିଳା ଓ ଯୁବବର୍ଗ ।

Related post

ଆଜି ଦୋଳ ପୂର୍ଣ୍ଣିମା, ବିଶ୍ବାସ ରହିଛି ଦୋଳରେ ଦୋଳଗୋବିନ୍ଦଙ୍କୁ ଦର୍ଶନ କଲେ ପୁନର୍ଜନ୍ମ ହୁଏ ନାହିଁ ।

ଆଜି ଦୋଳ ପୂର୍ଣ୍ଣିମା, ବିଶ୍ବାସ ରହିଛି ଦୋଳରେ ଦୋଳଗୋବିନ୍ଦଙ୍କୁ ଦର୍ଶନ କଲେ…

ଆଜି ଦୋଳ ପୂର୍ଣ୍ଣିମା । କାଲି ରଙ୍ଗର ପର୍ବ ହୋଲି । ରାଜ୍ୟର ବିଭିନ୍ନ ସ୍ଥାନରେ ଆୟୋଜିତ ହେଉଛି ମେଳଣ Iଭାରତୀୟ ପରମ୍ପରାରେ ଦୋଳପୂର୍ଣ୍ଣିମାକୁ ଦୁଇ ଭାଗରେ ବିଭକ୍ତ…
ଆଜିଠୁ ଇ-ଡିଟେକ୍ସନ ହେବ ବୀମା । ଗାଡିରେ ବୀମା ନଥିଲେ ଟୋଲ ଗେଟରେ ଧରାପଡିବେ ଗାଡ଼ି ଚାଳକ ।

ଆଜିଠୁ ଇ-ଡିଟେକ୍ସନ ହେବ ବୀମା । ଗାଡିରେ ବୀମା ନଥିଲେ ଟୋଲ…

ବୀମା ନଥିଲେ ସମ୍ପୃକ୍ତ ଗାଡି ବିରୋଧରେ ଇ-ଡିଟେକ୍ସନ ପ୍ରକ୍ରିୟାରେ ଜାରି ହେବ ଇ-ଚାଲାଣ । ରାଜ୍ୟର ବିଭିନ୍ନ ଜାତୀୟ ରାଜପଥରେ ଥିବା ୨୨ଟି ଟୋଲ ଗେଟରେ ଏହା କାର୍ଯ୍ୟକାରୀ…
ଆଜି ପରାକ୍ରମୀ ନେତାଜୀ ଓ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ

ଆଜି ପରାକ୍ରମୀ ନେତାଜୀ ଓ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ

ସୁଭାଷ ଚନ୍ଦ୍ର ବୋଷ ଭାରତୀୟ ସ୍ବତନ୍ତ୍ରତା ସଂଗ୍ରାମର ମହାନ ନେତା । ନିଜର ସାହାସ ଦୃଢ ସଂକଳ୍ପ ଏବଂ ରଣନୀତୀ ପାଇଁ ସେ ବେଶ୍ ଜଣାଶୁଣା । ଭାରତର…

Leave a Reply

Your email address will not be published. Required fields are marked *