କାର୍ତ୍ତିକ ପୂର୍ଣ୍ଣିମା ପାଇଁ ଚଳଚଞ୍ଚଳ ବିନ୍ଦୁସାଗର, ଡଙ୍ଗା ଭସାଇବା ପାଇଁ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

କାର୍ତ୍ତିକ ପୂର୍ଣ୍ଣିମା ପାଇଁ ଚଳଚଞ୍ଚଳ ବିନ୍ଦୁସାଗର, ଡଙ୍ଗା ଭସାଇବା ପାଇଁ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ବର୍ଷକ ବାର ମାସ ମଧ୍ୟରୁ ଧର୍ମ ମାସ କାର୍ତ୍ତିକ ମାସ ହେଉଛି ଅନ୍ୟତ୍ତମ । ପୁରପଲ୍ଲୀରେ ଲୋକ ପିତୃ ପୁରୁଷଙ୍କୁ ପିଣ୍ଡଦାନ କରିବା ସହ ବୋଇତ ବନ୍ଦାଇ ନଦୀରେ ମେଲାଣି ଦେଇଥାନ୍ତି। ଅଅଁଳା ନବମୀ ଠାରୁ ପଞ୍ଚୁକ କରିଥିବା ଧର୍ମ ପରାୟଣ ମହିଳା ମାନଙ୍କ ଆଜି ପଞ୍ଚୁକର ଶେଷ ଦିନ ଅର୍ଥାତ କାର୍ତ୍ତିକ ପୂର୍ଣ୍ଣିମା ।

ଭୋରୁ ଶହ ଶହ ଶ୍ରଦ୍ଧାଳୁମାନେ ବିଭିନ୍ନ ନଦୀ, ପୋଖରୀରେ ପାନ ଗୁଆ ଥୋଇ ଗୀତ ଗାଈ ଡଙ୍ଗା ଭସାଇଛନ୍ତି ଶ୍ରଦ୍ଧାଳୁ । ବୁଡ଼ ପକାଇ ମନ୍ଦିରରେ ଦର୍ଶନ ସାରି ଉପବାସ ରହିବାର ବିଧି ରହିଛି ।ପବିତ୍ର କାର୍ତ୍ତିକ ପୂର୍ଣ୍ଣିମାରେ ଭୁବନେଶ୍ଵର ବିନ୍ଦୁସାଗରରେ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। ଶ୍ରଦ୍ଧାଳୁମାନେ ଭୋରରୁ ଆସି ଏଠାରେ ଡଙ୍ଗା ଭସାଇଛନ୍ତି।

Related post

ରାଜ୍ୟରେ ହିଟ ୱେଭ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି: ଆଞ୍ଚଳିକ ପାଣିପାଗ ବିଭାଗ

ରାଜ୍ୟରେ ହିଟ ୱେଭ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି: ଆଞ୍ଚଳିକ ପାଣିପାଗ…

୧୦ ତାରିଖରୁ ରାଜ୍ୟରେ ହିଟ ୱେଭ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କଲା ଆଞ୍ଚଳିକ ପାଣିପାଗ ବିଭାଗ ।  ଗତ କାଲି ମୟୂରଭଞ୍ଜ ଜିଲ୍ଲାର ତଙ୍ଗରବଳଦ ସ୍ଥାନରେ ୨…
ସତର୍କ କଲା ପାଣିପାଗ କେନ୍ଦ୍ର, ଆଜିଠୁ ବଢ଼ିବ ବର୍ଷା

ସତର୍କ କଲା ପାଣିପାଗ କେନ୍ଦ୍ର, ଆଜିଠୁ ବଢ଼ିବ ବର୍ଷା

ବଙ୍ଗୋପସାଗରରେ ଆଣ୍ଟି ସାଇକ୍ଲୋନିକ ସର୍କୁଲେସନ ସକ୍ରିୟ । ଏହା ସହ ଟ୍ରପ ଲାଇନ ପ୍ରଭାବରେ ରାଜ୍ୟ ମଧ୍ୟକୁ ସମୁଦ୍ର ପଟୁ ଜଳୀୟବାଷ୍ପ ପ୍ରବେଶ କରୁଛି । ପ୍ରଭାବରେ ରାଜ୍ୟର…
ବିଦେଶୀ ପକ୍ଷୀଙ୍କ ସଂଖ୍ୟା, ଭିତରକନିକାକୁ ଆସିଛନ୍ତି ୧ ଲକ୍ଷ ୫୧ ହଜାର ୬୧୪ଟି ପକ୍ଷୀ

ବିଦେଶୀ ପକ୍ଷୀଙ୍କ ସଂଖ୍ୟା, ଭିତରକନିକାକୁ ଆସିଛନ୍ତି ୧ ଲକ୍ଷ ୫୧ ହଜାର…

ଚଳିତବର୍ଷ ୧ ଲକ୍ଷ ୫୧ ହଜାର ୬୧୪ଟି ବିଦେଶୀ ପକ୍ଷୀ ଆସିଛନ୍ତି । ଚଳିତବର୍ଷ ୧୧୮ ପ୍ରଜାତି ପକ୍ଷୀ ଚିହ୍ନଟ ହୋଇଥିବାବେଳେ ଗତବର୍ଷ ତୁଳନାରେ ୩ କମ୍ ରହିଛନ୍ତି…

Leave a Reply

Your email address will not be published. Required fields are marked *