ରାଜଧାନୀ ସୁନ୍ଦରପଦା ରେ ନକଲି କଲ୍ ସେଣ୍ଟର ଠାବ

ରାଜଧାନୀ ସୁନ୍ଦରପଦା ରେ ନକଲି କଲ୍ ସେଣ୍ଟର ଠାବ

ଖବର ଅନୁଯାୟୀ, ସୁନ୍ଦରପଦା କାଞ୍ଚନ ଆପାର୍ଟମେଣ୍ଟର A-205 ବ୍ଲକରେ ଦୀର୍ଘ ଦିନ ଚାଲିଥିଲା କଲ୍‌ ସେଣ୍ଟର ।  କୌଣସି ସୁତ୍ରରୁ ଖବର ପାଇଁ କାଞ୍ଚନ ଆପାର୍ଟମେଣ୍ଟରେ ସାଇବର ଏବଂ ଏୟାରଫିଲ୍ଡ ଥାନା ପୋଲିସ ଚଢାଉ କରିଥିଲା ।

ଏହି ଚଢାଉରେ ବିପୁଳ ପରିମାଣର ସାମଗ୍ରୀ ଜବତ ହୋଇଛି । ଏହି ରାକେଟ୍‌ରେ କିଏ କିଏ ସାମିଲ ଅଛନ୍ତି, ଆଉ କେତେ ଦିନ ଧରି ଏଠାରେ ଚାଲିଥିଲା । ସେନେଇ ଛାନ୍‌ଭିନ୍‌ ଜାରି ରଖିଛି ସାଇବର ଥାନା ପୋଲିସ ।

Related post

ସତର୍କ କଲା ପାଣିପାଗ କେନ୍ଦ୍ର, ଆଜିଠୁ ବଢ଼ିବ ବର୍ଷା

ସତର୍କ କଲା ପାଣିପାଗ କେନ୍ଦ୍ର, ଆଜିଠୁ ବଢ଼ିବ ବର୍ଷା

ବଙ୍ଗୋପସାଗରରେ ଆଣ୍ଟି ସାଇକ୍ଲୋନିକ ସର୍କୁଲେସନ ସକ୍ରିୟ । ଏହା ସହ ଟ୍ରପ ଲାଇନ ପ୍ରଭାବରେ ରାଜ୍ୟ ମଧ୍ୟକୁ ସମୁଦ୍ର ପଟୁ ଜଳୀୟବାଷ୍ପ ପ୍ରବେଶ କରୁଛି । ପ୍ରଭାବରେ ରାଜ୍ୟର…
ବିଦେଶୀ ପକ୍ଷୀଙ୍କ ସଂଖ୍ୟା, ଭିତରକନିକାକୁ ଆସିଛନ୍ତି ୧ ଲକ୍ଷ ୫୧ ହଜାର ୬୧୪ଟି ପକ୍ଷୀ

ବିଦେଶୀ ପକ୍ଷୀଙ୍କ ସଂଖ୍ୟା, ଭିତରକନିକାକୁ ଆସିଛନ୍ତି ୧ ଲକ୍ଷ ୫୧ ହଜାର…

ଚଳିତବର୍ଷ ୧ ଲକ୍ଷ ୫୧ ହଜାର ୬୧୪ଟି ବିଦେଶୀ ପକ୍ଷୀ ଆସିଛନ୍ତି । ଚଳିତବର୍ଷ ୧୧୮ ପ୍ରଜାତି ପକ୍ଷୀ ଚିହ୍ନଟ ହୋଇଥିବାବେଳେ ଗତବର୍ଷ ତୁଳନାରେ ୩ କମ୍ ରହିଛନ୍ତି…
ବଢ଼ିଲା ଶିକ୍ଷକଙ୍କ ଦରମା

ବଢ଼ିଲା ଶିକ୍ଷକଙ୍କ ଦରମା

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ,ଏହି ଶିକ୍ଷକମାନଙ୍କ ମାସିକ ପାରିଶ୍ରମିକ  ୧୧ ହଜାର ଶହେ ଟଙ୍କାରୁ ବୃଦ୍ଧି ପାଇ ୧୬ ହଜାର ଟଙ୍କା କରାଯାଇଛି । ଏହାସହିତ ଏହି ବର୍ଗର…

Leave a Reply

Your email address will not be published. Required fields are marked *