କାନାଡା : ଖଲିସ୍ତାନୀ ଆତଙ୍କବାଦୀ ଅର୍ଶ ଡାଲ୍ଲାକୁ ଗିରଫ କରିଛି  ପୋଲିସ

କାନାଡା : ଖଲିସ୍ତାନୀ ଆତଙ୍କବାଦୀ ଅର୍ଶ ଡାଲ୍ଲାକୁ ଗିରଫ କରିଛି ପୋଲିସ

ଭାରତୀୟ ସୁରକ୍ଷା ଏଜେନ୍ସିଙ୍କ ସୂଚନା ଅନୁୟାୟୀ, ଗ୍ୟାଙ୍ଗଷ୍ଟର ଅର୍ଶ ଡାଲ୍ଲା ଭାରତର ବିଭିନ୍ନ ଅପରାଧିକ କାର୍ଯ୍ୟକଳାପରେ ଜଡ଼ିତ ଥିବାବେଳେ ସେ ଫେରାର ଥିଲା । ଫେରାର ପରେ କାନାଡାରେ ସେ ତାର ପତ୍ନୀ ସହ ରହୁଥିଲା । ନିକଟରେ ଗୁଳିକାଣ୍ଡ ଘଟଣାରେ ହାଲଟନ ରିଜନାଲ ପୋଲିସ ସର୍ଭିସ ଯାଞ୍ଚ କରୁଥିଲା। ଏହି ଘଟଣାରେ ପୋଲିସ ଅର୍ଶ ଡାଲ୍ଲାଙ୍କୁ ଗିରଫ କରି ପଚରାଉଚରା କରୁଛି ।

ଅପରପକ୍ଷରେ ରବିବାର ସକାଳେ ପଞ୍ଜାବ ଫରିଦକୋଟରେ ମଧ୍ୟ ତାଙ୍କର ଦୁଇ ଜଣ ସାଥିଙ୍କୁ ଗିରଫ କରାଯାଇଥିଲା। ଏହି ଦୁଇ ସୁଟର ମଧ୍ୟ ଗ୍ୟାଙ୍ଗଷ୍ଟର ଅର୍ଶ ଡାଲ୍ଲାଙ୍କ ନିର୍ଦ୍ଦେଶରେ ଗ୍ୱାଲିଅରରେ ଜସୱନ୍ତ ସିଂ ଗିଲଙ୍କୁ ହତ୍ୟା କରିଥିଲେ। ପଞ୍ଜାବ ପୋଲିସର ଡିଜିପି ଏହି ସୂଚନା ଦେଇଛନ୍ତି।

ସୂଚନା ଅନୁଯାୟୀ, କନାଡାରେ ୨୭ କିମ୍ୱା ୨୮ ନଭେମ୍ୱରରେ ହୋଇଥିବା ଗୁଳିକାଣ୍ଡ ଘଟଣାରେ ସ୍ଥାନୀୟ ପୋଲିସ ଗିରଫ କରିଛି । ଏଥିରେ ଅର୍ଶ ଡାଲ୍ଲା ସାମିଲ ଥିଲେ ।

Related post

’ଭେନେଜୁଏଲା କିଙ୍ଗ’ଙ୍କ ,ଡ୍ରାଇଭରରୁ ବନିଥିଲେ ରାଷ୍ଟ୍ରପତି

’ଭେନେଜୁଏଲା କିଙ୍ଗ’ଙ୍କ ,ଡ୍ରାଇଭରରୁ ବନିଥିଲେ ରାଷ୍ଟ୍ରପତି

ଶନିବାର ସକାଳ ସମୟ ଭେନେଜୁଏଲାର ଭାରାକସ୍ ବାୟୁମଣ୍ଡଳରେ ବାରୁଦର ବାସ୍ନା ଲୋକଙ୍କୁ ଚମକାଇଦେଇଥିଲା । ଚାରିଆଡ଼େ ଧୂଆଁ ଧୂଆଁ । ଦେଶବାସୀ ଜାଣିନେଲେ କିଛି ବଡ଼ ଘଟିଛି ।…
ମାଦୁରୋଙ୍କୁ ଗିରଫ ପରେ ଟ୍ରମ୍ପ ନିଜ ଭାଷଣରେ ୧୦ଟି ମୁଖ୍ୟ ପଏଣ୍ଟ କହିଛନ୍ତି ।

ମାଦୁରୋଙ୍କୁ ଗିରଫ ପରେ ଟ୍ରମ୍ପ ନିଜ ଭାଷଣରେ ୧୦ଟି ମୁଖ୍ୟ ପଏଣ୍ଟ…

ଅପରେସନ Absolute Resolveରେ ଥରିଲା ଭେନେଜୁଏଲା! । ଯୁଦ୍ଧ ଜାହାଜରେ ମାଦୁରୋ ବନ୍ଦୀ ଥିବାର ଫଟୋ ଜାରି କରିଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ମାଦୁରୋଙ୍କୁ ଗିରଫ…
୨ଜଣ ଲୁଟେରା ଗ୍ୟାଙ୍ଗର ଲିଡର ସମେତ ୩ ଜଣଙ୍କୁ ଗିରଫ କଲା ପୋଲିସ

୨ଜଣ ଲୁଟେରା ଗ୍ୟାଙ୍ଗର ଲିଡର ସମେତ ୩ ଜଣଙ୍କୁ ଗିରଫ କଲା…

ଅନୁଗୁଳ ପୋଲିସକୁ ମିଳିଛି ସଫଳତା । ୨ଜଣ ଲୁଟେରା ଗ୍ୟାଙ୍ଗର ଲିଡର ସମେତ ୩ ଜଣଙ୍କୁ ଗିରଫ କରିଛି ଅନୁଗୁଳ ପୋଲିସ । ପୋଲିସ ସୁନା ଗହଣା, ଟଙ୍କା…

Leave a Reply

Your email address will not be published. Required fields are marked *