ନୂଆବର୍ଷ ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ନୂଆବର୍ଷ ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ସୋସିଆଲ୍ ମିଡିଆ ‘ଏକ୍ସ’ରେ ଲେଖିଛନ୍ତି, ‘ ନବବର୍ଷ ସମସ୍ତଙ୍କ ମନରେ ସୁଖ, ଆନନ୍ଦ ଓ ସମୃଦ୍ଧି ଭରିଦେଉ । ରାଜ୍ୟବାସୀଙ୍କୁ ଶୁଭ କାମନା ଜଣାଇବା ସହ ଏକ ସମୃଦ୍ଧ ଏବଂ ବିକଶିତ ଓଡ଼ିଶା ଗଠନ ଦିଗରେ ନିଜର ଶ୍ରେଷ୍ଠ ଯୋଗଦାନ ରଖିବାକୁ ଏହି ଅବସରରେ ଆହ୍ବାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ଅନ୍ୟପଟେ ଗତକାଲି ବିଳମ୍ବିତ ରାତି ପର୍ଯ୍ୟନ୍ତ ସେଲିବ୍ରସନର ମାହୋଲ ଲାଗି ରହିଥିଲା । ଟ୍ୱିନ ସିଟି ସମେତ ରାଜ୍ୟର ବିଭିନ୍ନ ସହରରେ ଡିଜେର ତାଳେ ତାଳେ ଝୁମି ଥିଲେ ପିଲାଠୁ ବୁଢା । କେଉଁଠି କେକ୍ କାଟି ସେଲିବ୍ରେସ ତ ଆଉ କେଉଁଠି ବାଣ ଫୁଟାଇ ନୂଆବର୍ଷକୁ ସ୍ୱାଗତ କରିଛନ୍ତି ଲୋକେ। ଜିରୋ ନାଇଟ୍‌ ସେଲିବ୍ରେସନ ପାଇଁ ହୋଟେଲ, ବାର, ପବ ଓ ରେଷ୍ଟୁରାଣ୍ଟରେ ପ୍ରବଳ ଭିଡ ଦେଖିବାକୁ ମିଳିଥିଲା । ଡିଜେର ତାଳେ ତାଳେ ନୃତ୍ୟ ଗୀତରେ ଝୁମଛନ୍ତି ଲୋକେ । ସୁସ୍ୱାଦୁ ଖାଦ୍ୟ, ପାନୀୟ ସହ ଭରପୁର ମଜା ଉଠାଇଛନ୍ତି ଲୋକେ।

Related post

ମହାରାଷ୍ଟ୍ର : ତୃତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ହେବେ ଦେବେନ୍ଦ୍ର ଫିଡନାବିସ

ମହାରାଷ୍ଟ୍ର : ତୃତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ହେବେ ଦେବେନ୍ଦ୍ର ଫିଡନାବିସ

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ବିଜେପି ନେତା ଦେବେନ୍ଦ୍ର ଫିଡନାବିସ । ତାଙ୍କୁ ରାଜ୍ୟପାଳ ସିପି ରାଧାକ୍ରିଷ୍ଣନ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ । ଫିଡନାବିସଙ୍କ…
ଚତୁର୍ଥ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ହେମନ୍ତ ସୋରେନ

ଚତୁର୍ଥ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ହେମନ୍ତ ସୋରେନ

ଚତୁର୍ଥ ଥର ପାଇଁ ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଜେଏମଏମ ନେତା ହେମନ୍ତ ସୋରେନ । ରାଞ୍ଚିର ମୋରାବାଦି ଗ୍ରାଉଣ୍ଡରେ ଅପରାହ୍ନ ୪ଟା ବେଳେ ହେମନ୍ତ ସୋରେନ…

Leave a Reply

Your email address will not be published. Required fields are marked *