ଓଡ଼ିଶାକୁ ବାତ୍ୟା  ଭୟ

ଓଡ଼ିଶାକୁ ବାତ୍ୟା ଭୟ

ଆସନ୍ତା ୨୧ ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ପ୍ରଭାବରେ ୨୨ ତାରିଖରେ ଲଘୁଚାପ ଓ ୨୩ ତାରିଖରେ ଅବପାତରେ ପରିଣତ ହେବା ନେଇ କିଛି ପାଣିପାଗ ବିଜ୍ଞାନୀ ଆକଳନ କରୁଛନ୍ତି । ଏହାକୁ ନେଇ ଅକ୍ଚୋବରରେ ବାତ୍ୟା ଚର୍ଚ୍ଚା ହେଉଛି । ତେବେ ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କିଛି ସ୍ପଷ୍ଟ ସୂଚନା ଦିଆଯାଇନାହିଁ।

Related post

ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ଶୀତର ଲହରୀ ଜାରି I

ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ଶୀତର ଲହରୀ ଜାରି I

ରାଜ୍ୟରେ ତଳମୁହାଁ ରହିଛି ପାରଦ । ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ଶୀତର ଲହରୀ ଜାରି ରହିଛି । ଗତ କିଛିଦିନ ହେଲା କନ୍ଧମାଳ କୁ ଛୁଇଁଛି ଶୀତ l…
ଓଡିଶା: ୯ ସହରର ତାପମାତ୍ରା ୧୫ ଡିଗ୍ରୀ ତଳେ I

ଓଡିଶା: ୯ ସହରର ତାପମାତ୍ରା ୧୫ ଡିଗ୍ରୀ ତଳେ I

ଟିକେ ବିଳମ୍ଵରେ ଆସିଲା ଶୀତ। କିନ୍ତୁ ଏବେ ଜୋର ଶୀତ ହେଲାଣି। ବିଶେଷ କରି ଆଭ୍ୟନ୍ତରୀଣ ଅଞ୍ଚଳରେ ହାଡ଼ଭଙ୍ଗା ଶୀତ ହେଉଛି। ଗତକାଲି ଫୁଲବାଣୀ ଥିଲା ରାଜ୍ୟର ସବୁଠୁ…
ସ୍ୱସ୍ତି ପ୍ରମିୟମରେ ଆରମ୍ଭ ହେଲା ହେଲ୍‌ଥ କନକ୍ଲେଭ ପରାମର୍ଶ ଦେବେ ସ୍ୱାସ୍ଥ୍ୟ ବିଶେଷଜ୍ଞ ।

ସ୍ୱସ୍ତି ପ୍ରମିୟମରେ ଆରମ୍ଭ ହେଲା ହେଲ୍‌ଥ କନକ୍ଲେଭ ପରାମର୍ଶ ଦେବେ ସ୍ୱାସ୍ଥ୍ୟ…

ରାଜ୍ୟର ବଛାବଛା ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କୁ ନେଇ ସ୍ୱସ୍ତି ପ୍ରମିୟମରେ ଆରମ୍ଭ ହୋଇଛି ‘ଦି ହେଲ୍‌ଥ କନକ୍ଲେଭ-୨୦୨୪’  । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ଏହି ସ୍ୱତନ୍ତ୍ର କାର୍ୟ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ…

Leave a Reply

Your email address will not be published. Required fields are marked *