ଓଡ଼ିଶାକୁ ବାତ୍ୟା  ଭୟ

ଓଡ଼ିଶାକୁ ବାତ୍ୟା ଭୟ

ଆସନ୍ତା ୨୧ ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ପ୍ରଭାବରେ ୨୨ ତାରିଖରେ ଲଘୁଚାପ ଓ ୨୩ ତାରିଖରେ ଅବପାତରେ ପରିଣତ ହେବା ନେଇ କିଛି ପାଣିପାଗ ବିଜ୍ଞାନୀ ଆକଳନ କରୁଛନ୍ତି । ଏହାକୁ ନେଇ ଅକ୍ଚୋବରରେ ବାତ୍ୟା ଚର୍ଚ୍ଚା ହେଉଛି । ତେବେ ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କିଛି ସ୍ପଷ୍ଟ ସୂଚନା ଦିଆଯାଇନାହିଁ।

Related post

ରାଜ୍ୟରେ ହିଟ ୱେଭ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି: ଆଞ୍ଚଳିକ ପାଣିପାଗ ବିଭାଗ

ରାଜ୍ୟରେ ହିଟ ୱେଭ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି: ଆଞ୍ଚଳିକ ପାଣିପାଗ…

୧୦ ତାରିଖରୁ ରାଜ୍ୟରେ ହିଟ ୱେଭ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କଲା ଆଞ୍ଚଳିକ ପାଣିପାଗ ବିଭାଗ ।  ଗତ କାଲି ମୟୂରଭଞ୍ଜ ଜିଲ୍ଲାର ତଙ୍ଗରବଳଦ ସ୍ଥାନରେ ୨…
ସତର୍କ କଲା ପାଣିପାଗ କେନ୍ଦ୍ର, ଆଜିଠୁ ବଢ଼ିବ ବର୍ଷା

ସତର୍କ କଲା ପାଣିପାଗ କେନ୍ଦ୍ର, ଆଜିଠୁ ବଢ଼ିବ ବର୍ଷା

ବଙ୍ଗୋପସାଗରରେ ଆଣ୍ଟି ସାଇକ୍ଲୋନିକ ସର୍କୁଲେସନ ସକ୍ରିୟ । ଏହା ସହ ଟ୍ରପ ଲାଇନ ପ୍ରଭାବରେ ରାଜ୍ୟ ମଧ୍ୟକୁ ସମୁଦ୍ର ପଟୁ ଜଳୀୟବାଷ୍ପ ପ୍ରବେଶ କରୁଛି । ପ୍ରଭାବରେ ରାଜ୍ୟର…
ବିଦେଶୀ ପକ୍ଷୀଙ୍କ ସଂଖ୍ୟା, ଭିତରକନିକାକୁ ଆସିଛନ୍ତି ୧ ଲକ୍ଷ ୫୧ ହଜାର ୬୧୪ଟି ପକ୍ଷୀ

ବିଦେଶୀ ପକ୍ଷୀଙ୍କ ସଂଖ୍ୟା, ଭିତରକନିକାକୁ ଆସିଛନ୍ତି ୧ ଲକ୍ଷ ୫୧ ହଜାର…

ଚଳିତବର୍ଷ ୧ ଲକ୍ଷ ୫୧ ହଜାର ୬୧୪ଟି ବିଦେଶୀ ପକ୍ଷୀ ଆସିଛନ୍ତି । ଚଳିତବର୍ଷ ୧୧୮ ପ୍ରଜାତି ପକ୍ଷୀ ଚିହ୍ନଟ ହୋଇଥିବାବେଳେ ଗତବର୍ଷ ତୁଳନାରେ ୩ କମ୍ ରହିଛନ୍ତି…

Leave a Reply

Your email address will not be published. Required fields are marked *