ପୂଜାପାଇଁ ଚଳଚଂଚଳ ଢେଙ୍କାନାଳ:ବିଭିନ୍ନ ମଣ୍ଡପରେ ଜମୁଛି ଶ୍ରଦ୍ଧାଳୁଙ୍କ ଭିଡ
- ରାଜ୍ୟସ୍ପେସିଆଲ ରିପୋର୍ଟ
- October 17, 2024
- No Comment
- 6
ରାଜ୍ୟର କୋଣ ଅନୁକୋଣରେ ମା’ଙ୍କ ପୂଜା ବେଶ୍ ଜାକଜମକରେ ଅନୁଷ୍ଠିତ ହେଉଛି । ଢେଙ୍କାନାଳ ଓ କେନ୍ଦ୍ରାପଡ଼ାରେ ଧୁମ୍ଧାମ୍ରେ ଗଜଲକ୍ଷ୍ମୀ ପୂଜା ପାଳନ ପାଇଁ ଶେଷ ହୋଇଛି ସମସ୍ତ ପ୍ରସ୍ତୁତି । ଢେଙ୍କାନାଳର ବିଭିନ୍ନ ମଣ୍ଡପରେ ମା’ଙ୍କ ମୃଣ୍ମୟୀ ମୂର୍ତ୍ତି ସୁସଜ୍ଜିତ ହୋଇଥିବା ବେଳେ ତୋରଣ କାମ ବି ଶେଷ ପର୍ଯ୍ୟାୟରେ ପହଞ୍ଚିଛି ।
ଆଜିଠାରୁ ୧୧ଦିନ ବ୍ୟାପି ଚାଲିବ ପ୍ରସିଦ୍ଧ ଗଜଲକ୍ଷ୍ମୀ ପୂଜା । ଢେଙ୍କାନାଳରେ ୩୮ଟି ପୂଜା ମଣ୍ଡପରେ ମାଆଙ୍କୁ ପୂଜାର୍ଚ୍ଚନା କରାଯାଉଛି ।