ସ୍ୱସ୍ତି ପ୍ରମିୟମରେ ଆରମ୍ଭ ହେଲା ହେଲ୍‌ଥ କନକ୍ଲେଭ ପରାମର୍ଶ ଦେବେ ସ୍ୱାସ୍ଥ୍ୟ ବିଶେଷଜ୍ଞ ।

ସ୍ୱସ୍ତି ପ୍ରମିୟମରେ ଆରମ୍ଭ ହେଲା ହେଲ୍‌ଥ କନକ୍ଲେଭ ପରାମର୍ଶ ଦେବେ ସ୍ୱାସ୍ଥ୍ୟ ବିଶେଷଜ୍ଞ ।

ରାଜ୍ୟର ବଛାବଛା ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କୁ ନେଇ ସ୍ୱସ୍ତି ପ୍ରମିୟମରେ ଆରମ୍ଭ ହୋଇଛି ‘ଦି ହେଲ୍‌ଥ କନକ୍ଲେଭ-୨୦୨୪’  । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ଏହି ସ୍ୱତନ୍ତ୍ର କାର୍ୟ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇଛନ୍ତି ରାଜ୍ୟପାଳ ରଘୁବର ଦାସ ଓ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । କାର୍ଯ୍ୟକ୍ରମରେ ଯୋଗ ଦେବାପରେ ମୁଖ୍ୟ ଅତିଥିଗଣଙ୍କୁ ସମ୍ବାଦ ଗ୍ରୁପ ଅଧ୍ୟକ୍ଷ ସୌମ୍ୟରଞ୍ଜନ ପଟ୍ଟନାୟକ ପାଛୋଟି ନେଇଥିଲେ ।

ଏହାପରେ ବିଧିବଦ୍ଧ ଭାବରେ କାର୍ୟ୍ୟକ୍ରମର ଶୁଭାରମ୍ଭ ହୋଇଛି । ମୋଟ ୫ଟି ସେସନରେ ରାଜ୍ୟର ପ୍ରତିଷ୍ଠିତ ଡାକ୍ତର ଓ ସ୍ୱାସ୍ଥ୍ୟ ବିଶେଷଜ୍ଞ ଦୈନନ୍ଦିନ ଜୀବନରେ ଦେଖାଯାଉଥିବା ସ୍ୱାସ୍ଥ୍ୟ ସମସ୍ୟା ଓ ଏହାର ଉପଶମ ନେଇ ପରାମର୍ଶ ଦେବେ ।

Related post

ଆଜି ଓଟିଇଟି ପରୀକ୍ଷା, ପ୍ରଥମ ପେପର ପରୀକ୍ଷା ସକାଳ ୯ଟାରୁ ଆରମ୍ଭ

ଆଜି ସାରା ରାଜ୍ୟରେ ଓଟିଇଟି ପରୀକ୍ଷା । ଏଥିପାଇଁ ଓଟିଇଟି ପ୍ରଶ୍ନପତ୍ର ଓ ଓଏମଆର ସିଟ କଡ଼ା ସୁରକ୍ଷା ବଳୟରେ ସମସ୍ତ ନୋଡାଲ ସେଣ୍ଟରରେ ରହିଛି । ମାଧ୍ୟମିକ…

ଆଜି ଲକ୍ଷ୍ନୌରେ ଚତୁର୍ଥ ଟି-୨୦, ସିରିଜ୍ କବଜା ଲକ୍ଷ୍ୟରେ ଟିମ୍ ଇଣ୍ଡିଆ

ଆଜି ଭାରତ-ଦକ୍ଷିଣ ଆଫ୍ରିକା ଚତୁର୍ଥ ଟି-୨୦ । ଲକ୍ଷ୍ନୌର ଏକନ୍ନା ଷ୍ଟାଡିୟମରେ ମୁହାଁମୁହିଁ ହେବେ ଦୁଇ ଦଳ । ୫ ମ୍ୟାଚ ବିଶିଷ୍ଟ ସିରିଜ୍ ରେ ୨-୧ରେ ଆଗୁଆ…
୨୦୩୬ ସୁଦ୍ଧା ଓଡ଼ିଶାର ଅର୍ଥନୀତି ୫ଶହ ବିଲିଅନ ଡଲାର ଲକ୍ଷ୍ୟ ରହିଛି : ମୁଖ୍ୟମନ୍ତ୍ରୀ

୨୦୩୬ ସୁଦ୍ଧା ଓଡ଼ିଶାର ଅର୍ଥନୀତି ୫ଶହ ବିଲିଅନ ଡଲାର ଲକ୍ଷ୍ୟ ରହିଛି…

ଭୁବନେଶ୍ବର ଜନତା ମଇଦାନରେ ରାଜ୍ୟରେ ବିଜେପି ସରକାରର ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମରେ ରାଜ୍ୟର ବିକଶିତ ଲକ୍ଷ୍ୟ ନେଇ ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୨୦୩୬ ପାଇଁ…

Leave a Reply

Your email address will not be published. Required fields are marked *