ଭିଜିଲାନ୍ସ ଜାଲରେ ଇଡକୋ ଜୁନିଅର ମ୍ୟାନେଜର ବିଜୟ କୁମାର ଉଦୟସିଂହ।

ଭିଜିଲାନ୍ସ ଜାଲରେ ଇଡକୋ ଜୁନିଅର ମ୍ୟାନେଜର ବିଜୟ କୁମାର ଉଦୟସିଂହ।

ଇଡକୋ ଜୁନିଅର ମ୍ୟାନେଜର ବିଜୟ କୁମାର ଉଦୟସିଂହ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ ହୋଇଛି । ଖୋର୍ଦ୍ଧା, ଭୁବନେଶ୍ବର ଓ ପୁରୀ ସମେତ ୬ଟି ସ୍ଥାନରେ ଚଢ଼ାଉ କରିଛି ।

ଭୁବନେଶ୍ବର ସ୍ଥିତ ଇଡକୋ ଅଫିସରେ ଚାଲିଛି ଚଢ଼ାଉ। ରାତି ୪ଟାରୁ ଚଢାଉ ଆରମ୍ଭ ହୋଇଥିବାବେଳେ ଏପର୍ଯ୍ୟନ୍ତ ମୋଟ୍ ସମ୍ପତ୍ତି ସମ୍ପର୍କରେ କୌଣସି ସବିଶେଷ ତଥ୍ୟ ମିଳିନି। ତେବେ​‌ ମିଳିଥିବା ସୂଚନା ଅନୁସାରେ ଗତ ୪ ମାସ ମଧ୍ୟରେ ୭ ଜଣ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି ।

 

Related post

ଭିଜିଲାନ୍ସ ଜାଲରେ କେନ୍ଦୁଝର ଜୁନିଅର ଖଣି ଅଧିକାରୀ

ଭିଜିଲାନ୍ସ ଜାଲରେ କେନ୍ଦୁଝର ଜୁନିଅର ଖଣି ଅଧିକାରୀ

ଜୁନିଅର ଖଣି ଅଧିକାରୀ ପଦ୍ମନାଭ ହୋତାଙ୍କ ଘରେ ହୋଇଛି ଭିଜିଲାନ୍ସ ରେଡ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବିଭିନ୍ନ ସ୍ଥାନରେ କରାଯାଇଛି ରେଡ । ଏକ କାଳୀନ…
ଭିଜିଲାନ୍ସ ଜାଲରେ କନିଷ୍ଠ କିରାଣି ପ୍ରଦୀପ୍ତ କୁମାର ସାହୁ।

ଭିଜିଲାନ୍ସ ଜାଲରେ କନିଷ୍ଠ କିରାଣି ପ୍ରଦୀପ୍ତ କୁମାର ସାହୁ।

୬ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଚମ୍ପାଝର ଏମଇ ସ୍କୁଲର ପୂର୍ବତନ ଶିକ୍ଷୟିତ୍ରୀଙ୍କ ଇନକ୍ରିମେଣ୍ଟ ଏରିୟର ଟଙ୍କା କରାଇ ଦେବା ଲାଗି ୧୦…

Leave a Reply

Your email address will not be published. Required fields are marked *