ଗୁଜରାଟର ଭଦୋଦରାରେ ଉଦଘାଟିତ ହୋଇଛି ଦେଶର ପ୍ରଥମ ଘରୋଇ ଯୁଦ୍ଧ ବିମାନ ଉତ୍ପାଦନ ପ୍ଲାଣ୍ଟ।

ଗୁଜରାଟର ଭଦୋଦରାରେ ଉଦଘାଟିତ ହୋଇଛି ଦେଶର ପ୍ରଥମ ଘରୋଇ ଯୁଦ୍ଧ ବିମାନ ଉତ୍ପାଦନ ପ୍ଲାଣ୍ଟ।

ଗୁଜରାଟର ଭଦୋଦରାରେ ଉଦଘାଟିତ ହୋଇଛି ଦେଶର ପ୍ରଥମ ଘରୋଇ ଯୁଦ୍ଧ ବିମାନ ଉତ୍ପାଦନ ପ୍ଲାଣ୍ଟ। ଟାଟା ଏୟାରକ୍ରାଫ୍ଟ କମ୍ପ୍ଲେକ୍ସରେ ଏହି ପ୍ଲାଣ୍ଟର ସୋମବାର ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ସ୍ପେନ୍ ପ୍ରଧାନମନ୍ତ୍ରୀ ପେଡ୍ରୋ ସାଞ୍ଚେଜ ।

ଏହି ଏୟାରକ୍ରାଫ୍ଟ କମ୍ପ୍ଲେକ୍ସରେ ସ୍ପେନର ଏୟାରବସ୍ ସହଯୋଗରେ ସି-୨୯୫ ଯୁଦ୍ଧ ବିମାନ ନିର୍ମାଣ କରାଯିବ । ଚଳିତ ବର୍ଷରୁ ଯୁଦ୍ଧ ବିମାନ ନିର୍ମାଣ କାର୍ଯ୍ୟ  ଆରମ୍ଭ ହେବ । ପ୍ରଥମ ଯୁଦ୍ଧ ବିମାନ ନିର୍ମାଣ କାର୍ଯ୍ୟ  ୨୦୨୬ ସୁଦ୍ଧା ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି ।

ଏହାପରେ ୨୦୩୧ମଧ୍ୟରେ ୪୦ଟି ସି-୨୯୫ ଯୁଦ୍ଧ ବିମାନ ନିର୍ମାଣ କରାଯିବ। ତେବେ ଏହି ଯୁଦ୍ଧ ବିମାନ ନିର୍ମାଣ କରିବାର ଉଦ୍ଦେଶ୍ୟ କଣ, କଣ ରହିଛି ଏହାର ବିଶେଷତା ଦେଖିବା ।

Related post

୨୦୩୬ ଅଲିମ୍ପିକ୍ସ ଆୟୋଜନ କରିବ ଭାରତ !

୨୦୩୬ ଅଲିମ୍ପିକ୍ସ ଆୟୋଜନ କରିବ ଭାରତ !

ଅଲିମ୍ପିକ୍ ଗେମ୍ସ ୨୦୩୬ ଆୟୋଜନ କରିବାକୁ ଭାରତ ସମେତ ୧୦ ଦେଶ ପ୍ରାରମ୍ଭିକ ଆଗ୍ରହ ଦେଖାଇଛନ୍ତି । ଏହି ଦେଶ ଗୁଡ଼ିକ ମଧ୍ୟରେ ମେକ୍ସିକୋ, ଇଣ୍ଡୋନେସିଆ, ତୁର୍କୀ, ପୋଲାଣ୍ଡ,…
ଆଜିଠୁ ଆୟୁଷ୍ମାନ ଭାରତ ପାର୍ଟ-୨; ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ

ଆଜିଠୁ ଆୟୁଷ୍ମାନ ଭାରତ ପାର୍ଟ-୨; ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ

ବିଜୁ ସ୍ୱାସ୍ଥ୍ୟ କାର୍ଡ ସୁବିଧା ଲୋକେ ଯେମିତି ପାଉଥିଲେ ସେମିତି ପାଆନ୍ତୁ ବୋଲି ବିଜେଡି ଦାବି କରିଛି । ଆୟୁଷ୍ମାନ ଯୋଜନା ଲାଗୁ ନହେବା ପର୍ଯ୍ୟନ୍ତ ପୂର୍ବ ସରକାରଙ୍କ…
୨୦୨୫ରୁ ଆରମ୍ଭ ହେବ ଦେଶର ଜନଗଣନା, 2026 ରେ ଶେଷ

୨୦୨୫ରୁ ଆରମ୍ଭ ହେବ ଦେଶର ଜନଗଣନା, 2026 ରେ ଶେଷ

ପ୍ରତି ୧୦ ବର୍ଷରେ ଥରେ ହେଉଥିବା ଜନଗଣନାକୁ ନେଇ ଆସିଛି ବଡ଼ ଅପଡେଟ୍ । ରିପୋର୍ଟ ମୁତାବକ, ୨୦୨୫ରେ ଜନଗଣନା ଆରମ୍ଭ ହେବ, ଯାହା ଆଗାମୀ ୧ ବର୍ଷ…

Leave a Reply

Your email address will not be published. Required fields are marked *