ଆଜି ଆଇପିଏଲ୍ ମେଗା ଅକ୍ସନ

ଆଜି ଆଇପିଏଲ୍ ମେଗା ଅକ୍ସନ

ଆଜି ସାଉଦି ଆରବରେ ହେବ ଆଇପିଏଲର ମେଗା ନିଲାମୀ । ଆଜି ଓ ଆସନ୍ତାକାଲି ଦୁଇଦିନ ପାଇଁ ଏହି ନିଲାମୀ ହେବ । ୨୦୪ ସ୍ଥାନ ପାଇଁ ଅଛନ୍ତି ୫୭୭ ଜଣ ଦାବିଦାର ଅଛନ୍ତି । ତିନି ଭାରତୀୟ ଖେଳାଳି ଶ୍ରେୟାସ ଆୟାର, ରିଷଭ ପନ୍ତ ଓ କେଏଲ୍ ରାହୁଲଙ୍କ ଉପରେ ସମସ୍ତଙ୍କ ନଜର ରହିଛି ।

Related post

ଆଜି ଓଟିଇଟି ପରୀକ୍ଷା, ପ୍ରଥମ ପେପର ପରୀକ୍ଷା ସକାଳ ୯ଟାରୁ ଆରମ୍ଭ

ଆଜି ସାରା ରାଜ୍ୟରେ ଓଟିଇଟି ପରୀକ୍ଷା । ଏଥିପାଇଁ ଓଟିଇଟି ପ୍ରଶ୍ନପତ୍ର ଓ ଓଏମଆର ସିଟ କଡ଼ା ସୁରକ୍ଷା ବଳୟରେ ସମସ୍ତ ନୋଡାଲ ସେଣ୍ଟରରେ ରହିଛି । ମାଧ୍ୟମିକ…

ଆଜି ଲକ୍ଷ୍ନୌରେ ଚତୁର୍ଥ ଟି-୨୦, ସିରିଜ୍ କବଜା ଲକ୍ଷ୍ୟରେ ଟିମ୍ ଇଣ୍ଡିଆ

ଆଜି ଭାରତ-ଦକ୍ଷିଣ ଆଫ୍ରିକା ଚତୁର୍ଥ ଟି-୨୦ । ଲକ୍ଷ୍ନୌର ଏକନ୍ନା ଷ୍ଟାଡିୟମରେ ମୁହାଁମୁହିଁ ହେବେ ଦୁଇ ଦଳ । ୫ ମ୍ୟାଚ ବିଶିଷ୍ଟ ସିରିଜ୍ ରେ ୨-୧ରେ ଆଗୁଆ…
୨୦୩୬ ସୁଦ୍ଧା ଓଡ଼ିଶାର ଅର୍ଥନୀତି ୫ଶହ ବିଲିଅନ ଡଲାର ଲକ୍ଷ୍ୟ ରହିଛି : ମୁଖ୍ୟମନ୍ତ୍ରୀ

୨୦୩୬ ସୁଦ୍ଧା ଓଡ଼ିଶାର ଅର୍ଥନୀତି ୫ଶହ ବିଲିଅନ ଡଲାର ଲକ୍ଷ୍ୟ ରହିଛି…

ଭୁବନେଶ୍ବର ଜନତା ମଇଦାନରେ ରାଜ୍ୟରେ ବିଜେପି ସରକାରର ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମରେ ରାଜ୍ୟର ବିକଶିତ ଲକ୍ଷ୍ୟ ନେଇ ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୨୦୩୬ ପାଇଁ…

Leave a Reply

Your email address will not be published. Required fields are marked *