ଶେଷ ସୋମବାର, ଧବଳେଶ୍ୱର ପୀଠରେ ପ୍ରବଳ ଭିଡ଼

ଶେଷ ସୋମବାର, ଧବଳେଶ୍ୱର ପୀଠରେ ପ୍ରବଳ ଭିଡ଼

ଧବଳେଶ୍ବର। କାର୍ତ୍ତିକ ମାସର ଶେଷ ସୋମବାରରେ  ଆଶୁତୋଷ ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ୱର । ଧାର୍ମିକ ବିଶ୍ୱାସ ରହିଛି ଏହି ଦିନରେ ଦେବ ଦେବ ମହାଦେବଙ୍କୁ ଦର୍ଶନ କଲେ କୋଟି ଜନ୍ମର ପୁଣ୍ୟ ମିଳିବା ସହ ମାନସିକ ଶାନ୍ତି ମିଳିଥାଏ ।  ମହା କାର୍ତ୍ତିକ ମାସର ଶେଷ ପର୍ବ ହେଉଛି ବଡ଼ ଓଷା ।

ରାତି ୩ଟା ବେଳେ ଦ୍ଵାର ଫିଟା ଯାଇ ୧୦୮ ଗରା ଜଳରେ ମହାସ୍ନାନ କରାଯାଇ ମଇଲମ, ମଙ୍ଗଳ ଆଳତୀ ଆଦି ସମସ୍ତ ରୀତିନୀତି କରାଯାଇ ଭକ୍ତ ଓ ଶ୍ରଦ୍ଧାଳୁମାନଙ୍କ ଦର୍ଶନ ପାଇଁ ଛଡ଼ା ଯାଇଥିଲା ।  ଏଥିପାଇଁ ପ୍ରଶାସନ ତଥା ପୂଜକ ସମାଜ ପକ୍ଷରୁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି ।

କ୍ତ ଓ ଶ୍ରଦ୍ଧାଳୁମାନଙ୍କ ଦର୍ଶନ ପାଇଁ ଛଡ଼ା ଯାଇଥିଲା । ଏଥିପାଇଁ ପ୍ରଶାସନ ତଥା ପୂଜକ ସମାଜ ପକ୍ଷରୁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି  ।  କଂକ୍ରିଟ ସେତୁ ଦେଇ ଶ୍ରଦ୍ଧାଳୁମାନେ ପୀଠକୁ ଯାଉଥିବା ବେଳେ ସୁରକ୍ଷା ଦୃଷ୍ଟିରୁ ବ୍ୟାପକ ପୋଲିସ୍ ଫୋର୍ସ ମୁତୟନ କରାଯାଇଛି ।

Related post

ବଡ଼ଓଷା ପାଇଁ  ହରିହର ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ବର

ବଡ଼ଓଷା ପାଇଁ ହରିହର ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ବର

ଗତକାଲି ରାତ୍ରରେ ହରିହର ଭେଟ ପରେ ମଧ୍ଯ ରାତ୍ରିର ତ୍ରୟୋଦଶୀ ଓ ଚତୁର୍ଦ୍ଦଶୀର ସନ୍ଧି କ୍ଷଣରେ ପ୍ରସିଦ୍ଧ ଶୈବପୀଠ ପ୍ରଭୁ ଶ୍ରୀ ଶ୍ରୀ ଧବଳେଶ୍ୱରଙ୍କ ପାଖରେ ଲାଗି ହୋଇଛି…
ଆଜି  କାର୍ତ୍ତିକ ମାସର ତୃତୀୟ ସୋମବାର, ଚଳଚଞ୍ଚଳ ଧବଳେଶ୍ୱରଙ୍କ ପୀଠ

ଆଜି କାର୍ତ୍ତିକ ମାସର ତୃତୀୟ ସୋମବାର, ଚଳଚଞ୍ଚଳ ଧବଳେଶ୍ୱରଙ୍କ ପୀଠ

ଆଜି ହେଉଛି ମହା ପବିତ୍ର କାର୍ତ୍ତିକ ମାସର ତୃତୀୟ ସୋମବାର ।  ଚଳଚଞ୍ଚଳ ହୋଇପଡିଛି ଆଠଗଡର ପ୍ରସିଦ୍ଧ ବାବା ଧବଳେଶ୍ୱରଙ୍କ ପୀଠ । ଶିବଶଙ୍କର ଙ୍କର ଅତି ପ୍ରିୟବାର…

Leave a Reply

Your email address will not be published. Required fields are marked *