ବଙ୍ଗୋପସାଗରରେ ଆଜି ସୃଷ୍ଟି ହେବ ଲଘୁଚାପ, ୨୫ରେ ବାତ୍ୟା

ବଙ୍ଗୋପସାଗରରେ ଆଜି ସୃଷ୍ଟି ହେବ ଲଘୁଚାପ, ୨୫ରେ ବାତ୍ୟା

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ସୃଷ୍ଟି ହେବ ଲଘୁଚାପ । ଆଇଏମଡିର ପୂର୍ବାନୁମାନ ଅନୁସାରେ ଭାରତ ମହାସାଗର ନିକଟ ସୁମିତ୍ରା ଦ୍ବୀପ ଓ ଦକ୍ଷିଣ ଆଣ୍ଡାମାନ ସାଗର ନିକଟରେ ଆଜି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ ।

କାଲି ଅବପାତରେ ପରିଣତ ହେବ । ଏହା ୨୫ ତାରିଖରେ ଡିପ ଡିପ୍ରେସନ କିମ୍ବା ବାତ୍ୟାରେ ପରିଣତ ରୂପ ନେବାର ସମ୍ଭାବନା ରହିଛି । ବାତ୍ୟା ସୃଷ୍ଟି ହେଲେ ଏହାର ନାଁ ରହିବ ଫେଙ୍ଗାଲ । ୨୭ ତାରିଖରେ ତାମିଲନାଡୁ ଉପକୂଳ ଛୁଇଁପାରେ।

Related post

ଆସୁଛି ବାତ୍ୟା ଫେଙ୍ଗାଲ!

ଆସୁଛି ବାତ୍ୟା ଫେଙ୍ଗାଲ!

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ପ୍ରଭାବରେ କାଲି ଲଘୁଚାପ ସୃଷ୍ଟି ହୋଇପାରେ । ଭାରତୀୟ ପାଣିପାଗ ବିଭାଗର GFS ମଡେଲର ଆକଳନ ଅନୁସାରେ ଭାରତ ମହାସାଗର ନିକଟ ସୁମିତ୍ରା ଦ୍ବୀପ ଓ…
ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ  :  ନଭେମ୍ବର ପ୍ରଥମ ସପ୍ତାହରେ ବର୍ଷା ସମ୍ଭାବନା I

ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ : ନଭେମ୍ବର ପ୍ରଥମ ସପ୍ତାହରେ ବର୍ଷା…

ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟିର ସମ୍ଭାବନା ରହିଛି । ଏହା ଘନୀଭୂତ ହୋଇ ସୁଦୃଶ୍ୟ ଲଘୁଚାପରେ ପରିଣତ ହୋଇପାରେ । ତେବେ ଏହା ଅଧିକ ଘନୀଭୂତ ହେବାର ସମ୍ଭାବନା…

Leave a Reply

Your email address will not be published. Required fields are marked *