ଓଡିଶା: ୯ ସହରର ତାପମାତ୍ରା ୧୫ ଡିଗ୍ରୀ ତଳେ I

ଓଡିଶା: ୯ ସହରର ତାପମାତ୍ରା ୧୫ ଡିଗ୍ରୀ ତଳେ I

ଟିକେ ବିଳମ୍ଵରେ ଆସିଲା ଶୀତ। କିନ୍ତୁ ଏବେ ଜୋର ଶୀତ ହେଲାଣି। ବିଶେଷ କରି ଆଭ୍ୟନ୍ତରୀଣ ଅଞ୍ଚଳରେ ହାଡ଼ଭଙ୍ଗା ଶୀତ ହେଉଛି। ଗତକାଲି ଫୁଲବାଣୀ ଥିଲା ରାଜ୍ୟର ସବୁଠୁ ଥଣ୍ଡା ସହର। ଏଠାରେ ତାପମାତ୍ରା ଥିଲା ୧୦ ଦଶମିକ ୫ ଡିଗ୍ରୀ ସେଲସିୟସ।

ସେହିପରି ଦାରିଙ୍ଗିବାଡିରେ 11.5° ସେଲସିୟସ୍, ଅନୁଗୁଳରେ 11.6°, ରାଉରକେଲାରେ 12.2°, ଝାରସୁଗୁଡା 12.4°, ଭବାନୀପାଟଣା 13°, ଭଦ୍ରକ 14°, ସୁନ୍ଦରଗଡ 14°, କେନ୍ଦୁଝରରେ 14° ରହିଛି ତାପମାତ୍ରା। ଭୁବନେଶ୍ୱର ତାପମାତ୍ରା 16.8° ଥିବା ବେଳେ ଏବଂ କଟକର ତାପମାତ୍ରା 16° ସେଲସିୟସ ଥିଲା ।

Related post

ରାଜ୍ୟରେ ହିଟ ୱେଭ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି: ଆଞ୍ଚଳିକ ପାଣିପାଗ ବିଭାଗ

ରାଜ୍ୟରେ ହିଟ ୱେଭ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି: ଆଞ୍ଚଳିକ ପାଣିପାଗ…

୧୦ ତାରିଖରୁ ରାଜ୍ୟରେ ହିଟ ୱେଭ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କଲା ଆଞ୍ଚଳିକ ପାଣିପାଗ ବିଭାଗ ।  ଗତ କାଲି ମୟୂରଭଞ୍ଜ ଜିଲ୍ଲାର ତଙ୍ଗରବଳଦ ସ୍ଥାନରେ ୨…
ସତର୍କ କଲା ପାଣିପାଗ କେନ୍ଦ୍ର, ଆଜିଠୁ ବଢ଼ିବ ବର୍ଷା

ସତର୍କ କଲା ପାଣିପାଗ କେନ୍ଦ୍ର, ଆଜିଠୁ ବଢ଼ିବ ବର୍ଷା

ବଙ୍ଗୋପସାଗରରେ ଆଣ୍ଟି ସାଇକ୍ଲୋନିକ ସର୍କୁଲେସନ ସକ୍ରିୟ । ଏହା ସହ ଟ୍ରପ ଲାଇନ ପ୍ରଭାବରେ ରାଜ୍ୟ ମଧ୍ୟକୁ ସମୁଦ୍ର ପଟୁ ଜଳୀୟବାଷ୍ପ ପ୍ରବେଶ କରୁଛି । ପ୍ରଭାବରେ ରାଜ୍ୟର…
ବିଦେଶୀ ପକ୍ଷୀଙ୍କ ସଂଖ୍ୟା, ଭିତରକନିକାକୁ ଆସିଛନ୍ତି ୧ ଲକ୍ଷ ୫୧ ହଜାର ୬୧୪ଟି ପକ୍ଷୀ

ବିଦେଶୀ ପକ୍ଷୀଙ୍କ ସଂଖ୍ୟା, ଭିତରକନିକାକୁ ଆସିଛନ୍ତି ୧ ଲକ୍ଷ ୫୧ ହଜାର…

ଚଳିତବର୍ଷ ୧ ଲକ୍ଷ ୫୧ ହଜାର ୬୧୪ଟି ବିଦେଶୀ ପକ୍ଷୀ ଆସିଛନ୍ତି । ଚଳିତବର୍ଷ ୧୧୮ ପ୍ରଜାତି ପକ୍ଷୀ ଚିହ୍ନଟ ହୋଇଥିବାବେଳେ ଗତବର୍ଷ ତୁଳନାରେ ୩ କମ୍ ରହିଛନ୍ତି…

Leave a Reply

Your email address will not be published. Required fields are marked *