ଜମ୍ମୁ-କାଶ୍ମୀରରେ ଦ୍ବିତୀୟ ଥର ମୁଖ୍ୟମନ୍ତ୍ରୀ ହେଲେ ଓମାର ଅବଦ୍ଦୁଲା

ଜମ୍ମୁ-କାଶ୍ମୀରରେ ଦ୍ବିତୀୟ ଥର ମୁଖ୍ୟମନ୍ତ୍ରୀ ହେଲେ ଓମାର ଅବଦ୍ଦୁଲା

ଦ୍ବିତୀୟ ଥର ମୁଖ୍ୟମନ୍ତ୍ରୀ ହେଲେ ଓମାର ଅବଦ୍ଦୁଲା । କିନ୍ତୁ କେନ୍ଦ୍ର ଶାସିତ ଅଂଚଳ ହେବା ପରେ ଜମ୍ମୁ ଓ କଶ୍ମୀରର ପ୍ରଥମ ମୁଖ୍ୟମନ୍ତ୍ରୀ ହୋଇଛନ୍ତି ଓମାର । ସେର୍ -ଏ-କଶ୍ମୀର ଇଣ୍ଟରନ୍ୟାସନାଲ କନଭେନସନ ସେଣ୍ଟରରେ ଶପଥ ନେଇଛନ୍ତି ଓମର ।

ଶପଥ ଗ୍ରହଣ ସମାରୋହରେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେ ଓ ବିରୋଧୀ ଦଳ ନେତା ରାହୁଲ ଗାନ୍ଧି ଓ ଅଖିଳେଶ ଯାଦବ ଯୋଗ ଦେଇଛନ୍ତି ।

ଧାରା ୩୭୦ ଉଚ୍ଛେଦ ପରେ ଜମ୍ମୁକଶ୍ମୀରରେ ପ୍ରଥମ ଥର ପାଇଁ ହୋଇଥିବା ବିଧାନସଭା ନିର୍ବାଚନରେ ନ୍ୟାସନାଲ କନଫରେନ୍ସ ଓ କଂଗ୍ରେସ ମେଣ୍ଟକୁ ବହୁମତ ମିଳିଥିଲା।

ନିକଟରେ ଶେଷ ହୋଇଥିବା ୯୦ ଆସନ ବିଶିଷ୍ଟ ଜମ୍ମୁକଶ୍ମୀର ବିଧାନସଭା ନିର୍ବାଚନରେ ନ୍ୟାସନାଲ କନଫରେନ୍ସ ଓ କଂଗ୍ରେସ ମେଣ୍ଟ ୪୮ଟି ଆସନରେ ବିଜୟୀ ହୋଇଥିଲେ। କଂଗ୍ରେସ ୬ଟି ଓ ବିଜେପି ୨୯ଟି ଆସନରେ ବିଜୟୀ ହୋଇଥିଲା।

Related post

ଜମ୍ମୁ ଓ କାଶ୍ମୀରରେ କମୁଛନ୍ତି ପର୍ଯ୍ୟଟକ । ବଢ଼ୁଛି ହିଂସା

ଜମ୍ମୁ ଓ କାଶ୍ମୀରରେ କମୁଛନ୍ତି ପର୍ଯ୍ୟଟକ । ବଢ଼ୁଛି ହିଂସା

ଗତ ଚାରି ସପ୍ତାହ ମଧ୍ୟରେ ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ ହିଂସା ବୃଦ୍ଧି ଘଟିଛି । ଜମ୍ମୁ-କଶ୍ମୀରର ସୁରକ୍ଷା ସ୍ଥିତିକୁ ପ୍ରଭାବିତ କରିଛି, କିନ୍ତୁ ହିଂସାର ସବୁଠାରୁ ଖରାପ ପ୍ରଭାବ ପର୍ଯ୍ୟଟକ…
ଜମ୍ମୁ କଶ୍ମୀର: ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଏନକାଉଣ୍ଟର

ଜମ୍ମୁ କଶ୍ମୀର: ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଏନକାଉଣ୍ଟର

ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଏନକାଉଣ୍ଟର। ଖାନ୍ୟାର ଅଞ୍ଚଳକୁ କର୍ଡନ କରି ସର୍ଚ୍ଚ ଅପରେସନ କରୁଛନ୍ତି ସୁରକ୍ଷାକର୍ମୀ । ବନ୍ଦିପୁରା ଅଞ୍ଚଳରେ ମଧ୍ୟ ଏନକାଉଣ୍ଟର । ତେବେ ମୃତାହତ…
ଜାମ୍ମୁ କାଶ୍ମୀରରେ ଆର୍ମି ଗାଡ଼ି ଉପରକୁ ଆତଙ୍କବାଦୀଙ୍କ ଆକ୍ରମଣ

ଜାମ୍ମୁ କାଶ୍ମୀରରେ ଆର୍ମି ଗାଡ଼ି ଉପରକୁ ଆତଙ୍କବାଦୀଙ୍କ ଆକ୍ରମଣ

ଆଜି ସକାଳ ପ୍ରାୟ ୭ଟାରେ ଅଖନୁର ଅଞ୍ଚଳରେ ଏହି ଘଟଣା ଘଟିଛି। ତେବେ ଏଥିରେ କେହି ମୃତାହତ ହୋଇ ନାହିଁ। ଆର୍ମିର ଆମ୍ଵୁଲାନସ ଯିବା ବେଳେ ଫାୟାରିଂର ଶବ୍ଦ…

Leave a Reply

Your email address will not be published. Required fields are marked *