ଝାଡଖଣ୍ଡରେ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ; ୩୮ ଆସନରେ ମତଦାନ, ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍ ଙ୍କର  ହେବ ଭାଗ୍ୟ ପରୀକ୍ଷା

ଝାଡଖଣ୍ଡରେ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ; ୩୮ ଆସନରେ ମତଦାନ, ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍ ଙ୍କର ହେବ ଭାଗ୍ୟ ପରୀକ୍ଷା

ଆଜି ଦ୍ୱିତୀୟ ପର୍ଯ୍ୟାୟରେ ଝାଡ଼ଖଣ୍ଡରେ ୩୮ ଆସନରେ ପଡୁଛି ଭୋଟ୍ । ଝାଡ଼ଖଣ୍ଡ ବିଧାନସଭାର ମୋଟ୍‌ ୮୧ଟି ଆସନ ରହିଥିବା ବେଳେ ପ୍ରଥମ ପର୍ଯ୍ୟାୟରେ ଭୋଟ୍ ୧୩ ତାରିଖରେ ପଡ଼ିଥିଲା । ମୋଟ ୪୩ଟି ଆସନ ଲାଗି ମତଦାନ ହୋଇଥିଲା । ଏଥର ଦ୍ୱିତୀୟ ପର୍ୟ୍ୟାୟରେ ମୈଦାନରେ ମୋଟ୍‌ ୫୨୮ ପ୍ରାର୍ଥୀ ରହିଛନ୍ତି ।

ପାଖାପଖି ୧ କୋଟି ୨୩ ଲକ୍ଷ ମତଦାତା ଭୋଟ୍ ଦେବେ। ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଅଗ୍ନିପରୀକ୍ଷା ରହିଛି । ଏହି ପର୍ୟ୍ୟାୟରେ ପତ୍ନୀ କଳ୍ପନା ସୋରେନଙ୍କ ଭାଗ୍ୟ ନିର୍ଣ୍ଣୟ ହେବ। ମୋଟ୍‌ ୧୪ ହଜାର ୨୧୮ ମତଦାନ କେନ୍ଦ୍ରରେ ଭୋଟ୍‌ ଗ୍ରହଣ ହେଉଥିବା ବେଳେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।

Related post

ଚତୁର୍ଥ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ହେମନ୍ତ ସୋରେନ

ଚତୁର୍ଥ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ହେମନ୍ତ ସୋରେନ

ଚତୁର୍ଥ ଥର ପାଇଁ ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଜେଏମଏମ ନେତା ହେମନ୍ତ ସୋରେନ । ରାଞ୍ଚିର ମୋରାବାଦି ଗ୍ରାଉଣ୍ଡରେ ଅପରାହ୍ନ ୪ଟା ବେଳେ ହେମନ୍ତ ସୋରେନ…
ଝାଡ଼ଖଣ୍ଡ ନିର୍ବାଚନରେ ଦବ୍‌ଦବା ଦେଖାଇଲେ  କଂଗ୍ରେସ ସାଂସଦ ସପ୍ତଗିରି ଉଲାକା ।

ଝାଡ଼ଖଣ୍ଡ ନିର୍ବାଚନରେ ଦବ୍‌ଦବା ଦେଖାଇଲେ କଂଗ୍ରେସ ସାଂସଦ ସପ୍ତଗିରି ଉଲାକା ।

ବରିଷ୍ଠ କଂଗ୍ରେସ ନେତା ସଚିନ୍‌ ପାଇଲଟ୍‌ ଝାଡ଼ଖଣ୍ଡ କଂଗ୍ରେସର ପ୍ରଭାରୀ ଥିବା ବେଳେ ସପ୍ତଗିରି ସହପ୍ରଭାରୀ ଭାବେ କାମ କରୁଥିଲେ । ଦୀର୍ଘଦିନ ହେବ ଝାଡ଼ଖଣ୍ଡରେ ରହି ଦଳ…
ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ: ପ୍ରଥମ ପର୍ଯ୍ୟାୟରେ ୬୬.୩୭% ମତଦାନ, ଆସନ୍ତା ୨୦ରେ ଦ୍ୱିତୀୟ ପର୍ଯ୍ୟାୟ ଭୋଟ

ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ: ପ୍ରଥମ ପର୍ଯ୍ୟାୟରେ ୬୬.୩୭% ମତଦାନ, ଆସନ୍ତା ୨୦ରେ…

ନିର୍ବାଚନ କମିଶନଙ୍କ ରିପୋର୍ଟ ମୁତାବକ, ବାହରଗୋଡ଼ାରେ ସର୍ବାଧିକ ୭୭.୩୨% ଓ  ଜାମସେଦପୁରରେ ସର୍ବନିମ୍ନ ୫୫.୯୫%  ଭୋଟ୍‌ ପଡ଼ିଛି । ଲୋହରଦଗାରେ ୭୩.୨୧%  ଭୋଟିଂ ହୋଇଥିବା ବେଳେ ପୂର୍ବ ସିଂହଭୂମ…

Leave a Reply

Your email address will not be published. Required fields are marked *