ସର୍ବଦଳୀୟ ବୈଠକରେ ସମସ୍ତଙ୍କ ସହଯୋଗ ଲୋଡ଼ିଲେ ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

ସର୍ବଦଳୀୟ ବୈଠକରେ ସମସ୍ତଙ୍କ ସହଯୋଗ ଲୋଡ଼ିଲେ ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

ଶୀତକାଳୀନ ଅଧିବେଶନର ଅବ୍ୟବହିତ ପୂର୍ବରୁ ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ ସର୍ବଦଳୀୟ ବୈଠକରେ ସମସ୍ତଙ୍କ ସହଯୋଗ ଲୋଡ଼ିଛନ୍ତି। ଗୃହକୁ ସୁରୁଖୁରୁରେ ଚଳାଇବାକୁ ବିରୋଧୀଙ୍କ ସହଯୋଗ ଲୋଡ଼ିଛନ୍ତି ବାଚସ୍ପତି। ଆସନ୍ତାକାଲି ଅର୍ଥାତ୍‌ ମଙ୍ଗଳବାରଠାରୁ ଡିସେମ୍ବର ୩୧ ପର୍ଯ୍ୟନ୍ତ ଶୀତକାଳୀନ ଅଧିବେଶନ ଚାଲୁରହିବ।

ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ, ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ, ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ, ଭାଜପା ବିଧାୟକ ଜୟନାରାୟଣ ମିଶ୍ର, ସିପିଆଇ (ଏମ୍‌) ସଦସ୍ୟ ଲକ୍ଷ୍ମଣ ମୁଣ୍ଡା ପ୍ରମୁଖ  ଉପସ୍ଥିତ ରହିଛନ୍ତି।

Related post

ରାଜ୍ୟରେ ହିଟ ୱେଭ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି: ଆଞ୍ଚଳିକ ପାଣିପାଗ ବିଭାଗ

ରାଜ୍ୟରେ ହିଟ ୱେଭ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି: ଆଞ୍ଚଳିକ ପାଣିପାଗ…

୧୦ ତାରିଖରୁ ରାଜ୍ୟରେ ହିଟ ୱେଭ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କଲା ଆଞ୍ଚଳିକ ପାଣିପାଗ ବିଭାଗ ।  ଗତ କାଲି ମୟୂରଭଞ୍ଜ ଜିଲ୍ଲାର ତଙ୍ଗରବଳଦ ସ୍ଥାନରେ ୨…
ସତର୍କ କଲା ପାଣିପାଗ କେନ୍ଦ୍ର, ଆଜିଠୁ ବଢ଼ିବ ବର୍ଷା

ସତର୍କ କଲା ପାଣିପାଗ କେନ୍ଦ୍ର, ଆଜିଠୁ ବଢ଼ିବ ବର୍ଷା

ବଙ୍ଗୋପସାଗରରେ ଆଣ୍ଟି ସାଇକ୍ଲୋନିକ ସର୍କୁଲେସନ ସକ୍ରିୟ । ଏହା ସହ ଟ୍ରପ ଲାଇନ ପ୍ରଭାବରେ ରାଜ୍ୟ ମଧ୍ୟକୁ ସମୁଦ୍ର ପଟୁ ଜଳୀୟବାଷ୍ପ ପ୍ରବେଶ କରୁଛି । ପ୍ରଭାବରେ ରାଜ୍ୟର…
ବିଦେଶୀ ପକ୍ଷୀଙ୍କ ସଂଖ୍ୟା, ଭିତରକନିକାକୁ ଆସିଛନ୍ତି ୧ ଲକ୍ଷ ୫୧ ହଜାର ୬୧୪ଟି ପକ୍ଷୀ

ବିଦେଶୀ ପକ୍ଷୀଙ୍କ ସଂଖ୍ୟା, ଭିତରକନିକାକୁ ଆସିଛନ୍ତି ୧ ଲକ୍ଷ ୫୧ ହଜାର…

ଚଳିତବର୍ଷ ୧ ଲକ୍ଷ ୫୧ ହଜାର ୬୧୪ଟି ବିଦେଶୀ ପକ୍ଷୀ ଆସିଛନ୍ତି । ଚଳିତବର୍ଷ ୧୧୮ ପ୍ରଜାତି ପକ୍ଷୀ ଚିହ୍ନଟ ହୋଇଥିବାବେଳେ ଗତବର୍ଷ ତୁଳନାରେ ୩ କମ୍ ରହିଛନ୍ତି…

Leave a Reply

Your email address will not be published. Required fields are marked *