
ମିଳିବ ବାତ୍ୟା କ୍ଷତିପୂରଣ ; କ୍ଷତିଗ୍ରସ୍ତଙ୍କ ଆକାଉଣ୍ଟକୁ ଯିବ ଟଙ୍କା
- ରାଜ୍ୟ
- November 5, 2024
- No Comment
- 15
ଦିନକ ପରେ କ୍ଷତିଗ୍ରସ୍ତଙ୍କ ଆକାଉଣ୍ଟକକୁ ଯିବ ଟଙ୍କା । ପ୍ରାଥମିକ ସ୍ତରରେ ୧୪ ଜିଲ୍ଲାରେ ପ୍ରାୟ ୬୦୦ କୋଟି ଟଙ୍କାର କ୍ଷୟକ୍ଷତି ହୋଇଥିବା ଆକଳନ ହୋଇଥିବା କହିଛନ୍ତି ରାଜସ୍ବ ଓ ବିପର୍ୟ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ।
ଏହି କ୍ରମରେ ଚାଷୀଙ୍କୁ ପ୍ରଥମେ କ୍ଷତିପୂରଣ ଦେବେ ରାଜ୍ୟ ସରକାର । ଦିନେ କି ଦୁଇ ଦିନ ମଧ୍ୟରେ ସମସ୍ତ ଚାଷୀଙ୍କୁ କ୍ଷତିପୂରଣ ଦିଆଯିବ । କେନ୍ଦ୍ରୀୟ ସହାୟତାକୁ ଅପେକ୍ଷା ନ କରି ରାଜ୍ୟ ସରକାର ନିଜସ୍ୱ ପାଣ୍ଠିରୁ ପ୍ରଥମ ଚାଷୀଙ୍କୁ ଦେବେ କ୍ଷୟକ୍ଷତି ବାବଦ ଟଙ୍କା ।