ସୁବର୍ଣ୍ଣପୁର ସିଏସ୍‌ଓ ସୁରେଶ କୁମାର ପାଣିଗ୍ରାହୀ ଗିରଫ

ସୁବର୍ଣ୍ଣପୁର ସିଏସ୍‌ଓ ସୁରେଶ କୁମାର ପାଣିଗ୍ରାହୀ ଗିରଫ

ସୁରେଶ ପାଣିଗ୍ରାହୀଙ୍କୁ ଗିରଫ କଲା ଭିଜିଲାନ୍ସ । ଆ ୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି । ଆଜି ସୁରେଶ ପାଣିଗ୍ରାହୀଙ୍କୁ କରାଯିବ କୋର୍ଟ ଚାଲାଣ । କୋଟିପତି ସିଏସଓଙ୍କର ୨ କୋଠା, ୧୯ ପ୍ଲଟ ଠାବ କରାଯାଇଛି । ବରଗଡ଼ ବିଜେପୁରରେ ରହିଛି ୪ ଏକରର ଫାର୍ମ ।

ଫାର୍ମରେ ରହିଛି ୫ ଶହଟି ଶାଗୁଆନ ଗଛ । ଚଢ଼ାଉ ବେଳେ ମିଳିଲା ନଗଦ ୧ ଲକ୍ଷ ୪୯ ହଜାର ଟଙ୍କା ଓ ୧ କୋଟି ୭୨ ଲକ୍ଷ ଟଙ୍କା ବ୍ୟାଙ୍କ ଜମା ଠାବ ହୋଇଛି । ବ୍ୟାଙ୍କ ଲକର, କାର୍ ଓ ୨ଟି ଦାମୀ ବାଇକ୍ ଠାବ ହୋଇଛି।

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୋନପୁର ସ୍ଥିତ ଭଡାଘର ଓ କାର୍ଯ୍ୟଳୟ ସମେତ ଭୂବନେଶ୍ୱର, ବଲାଙ୍ଗିର, ସୁବର୍ଣ୍ଣପୁର ଓ ବରଗଡ଼ରେ ଭିଜିଲାନ୍ସ ବିଭାଗ ପକ୍ଷରୁ ବିଳମ୍ବିତ ରାତିରୁ ଚଢ଼ାଉ ଚାଲିଥିଲା । ଏକକାଳୀନ ୧୧ ଟି ସ୍ଥାନରେ ଚାଲିଥିଲା ଚଢ଼ାଉ।

Related post

୨ଜଣ ଲୁଟେରା ଗ୍ୟାଙ୍ଗର ଲିଡର ସମେତ ୩ ଜଣଙ୍କୁ ଗିରଫ କଲା ପୋଲିସ

୨ଜଣ ଲୁଟେରା ଗ୍ୟାଙ୍ଗର ଲିଡର ସମେତ ୩ ଜଣଙ୍କୁ ଗିରଫ କଲା…

ଅନୁଗୁଳ ପୋଲିସକୁ ମିଳିଛି ସଫଳତା । ୨ଜଣ ଲୁଟେରା ଗ୍ୟାଙ୍ଗର ଲିଡର ସମେତ ୩ ଜଣଙ୍କୁ ଗିରଫ କରିଛି ଅନୁଗୁଳ ପୋଲିସ । ପୋଲିସ ସୁନା ଗହଣା, ଟଙ୍କା…
ସମ୍ବଲପୁର ପୁଲିସ୍‌ର ଏନ୍‌କାଉଣ୍ଟର: ଦୁର୍ଦ୍ଦାନ୍ତ ସଞ୍ଜୀବ ଗୋଡ ରେ ଲାଗିଲା ଗୁଳି

ସମ୍ବଲପୁର ପୁଲିସ୍‌ର ଏନ୍‌କାଉଣ୍ଟର: ଦୁର୍ଦ୍ଦାନ୍ତ ସଞ୍ଜୀବ ଗୋଡ ରେ ଲାଗିଲା ଗୁଳି

ଏସ୍‌ପି ଶ୍ରୀ ଭାମୂ କହିଛନ୍ତି, ଗତ ନଭେମ୍ବର ୨୨ରେ ଚାରମାଳ  ଥାନା ଅଞ୍ଚଳରେ ବଡ଼ଧରଣର ଡକାୟତି  ହୋଇଥିଲା । ଏହି ମାମଲାରେ ୪ ଜଣଙ୍କୁ  ଗିରଫ କରାଯାଇଥିଲା ।…
ସମ୍ବଲପୁର : ହୀରାକୁଦ ବନ୍ୟପ୍ରାଣୀ ଡିଭିଜନର ACF ରେବତୀ ରମଣ ଯୋଶୀ ଗିରଫ I

ସମ୍ବଲପୁର : ହୀରାକୁଦ ବନ୍ୟପ୍ରାଣୀ ଡିଭିଜନର ACF ରେବତୀ ରମଣ ଯୋଶୀ…

ଗିରଫ ହେଲେ କୋଟିପତି ଏସିଏଫ୍ । ହୀରାକୁଦ ବନ୍ୟପ୍ରାଣୀ ଡିଭିଜନର ACF ରେବତୀ ରମଣ ଯୋଶୀଙ୍କ ଅଚଳାଚଳ ସଂପତ୍ତି ଦେଖି ଭିଜିଲାନ୍ସ ଆଖି ଟେରା ।ଏସିଏଫ ରେବତୀ ରମଣ…

Leave a Reply

Your email address will not be published. Required fields are marked *