ଶ୍ରୀମନ୍ଦିରରେ ଆଜି ପାଳନ ହେବ ଆଲୋକର ପର୍ବ  । ବଡ ବଡୁଆ ଡାକିବେ ଶ୍ରଦ୍ଧାଳୁ ।

ଶ୍ରୀମନ୍ଦିରରେ ଆଜି ପାଳନ ହେବ ଆଲୋକର ପର୍ବ । ବଡ ବଡୁଆ ଡାକିବେ ଶ୍ରଦ୍ଧାଳୁ ।

ବିରଜା ପାଞ୍ଜିକୁ ମାନୁଥିବା ଜିଲ୍ଲାଗୁଡିକରେ ଗତକାଲି ଲୋକ ଦୀପାବଳି ପାଳନ କରିଛନ୍ତି । ସେହିପରି କୋହେନୂର ଓ ଖଡୀରତ୍ନ ପଞ୍ଜିକାକୁ ଅନୁସରଣ କରୁଥିବା ଜିଲ୍ଲା ଗୁଡିକ ଆଜି ଦୀପାବଳି ପାଳନ କରିବାକୁ ପ୍ରସ୍ତୁତି ଚଳାଇଛନ୍ତି । ଦୁଇ ଦିନିଆ ଦୀପାବଳି ପାଳନ ବିଚିତ୍ର ପରିସ୍ଥିତି ସୃଷ୍ଟି କରିଛି ।

ଶ୍ରୀମନ୍ଦିରରେ ଆଜି ଦୀପାବଳି ପାଳନ ହେବ । କିନ୍ତୁ ଗତକାଲି ସନ୍ଧ୍ୟାରେ ବାହାରୁ ଆସିଥିବା କିଛି ଶ୍ରଦ୍ଧାଳୁ ସିଂହଦ୍ୱାର ସମ୍ମୁଖରେ ଦୀପଦାନ କରିବା ସହ ବଡବଡୁଆ ଡାକୁଥିବା ଦେଖିବାକୁ ମିଳିଛି। କେବଳ ଏହି ଦୀପାବଳି ନୁହେଁ ପୂର୍ବରୁ କୁମାର ପୂର୍ଣ୍ଣିମା, ଅନନ୍ତବ୍ରତ ଭଳି ଅନେକ ପର୍ବ ପାଳନକୁ ନେଇ ଦ୍ୱନ୍ଦ୍ୱ ସୃଷ୍ଟି ହୋଇଛି। ତେଣୁ ଏଭଳି ଦ୍ୱନ୍ଦ୍ୱକୁ ଦୂର କରିବା ପାଇଁ ଶ୍ରୀମନ୍ଦିର ମୁକ୍ତି ମଣ୍ଡପ ପଣ୍ଡିତ ଓ ରାଜ୍ୟ ସରକାର ହସ୍ତକ୍ଷେପ କରନ୍ତୁ ବୋଲି ସାଧାରଣରେ ଦାବି ହେଉଛି ।

Related post

ଆଜି ଓଟିଇଟି ପରୀକ୍ଷା, ପ୍ରଥମ ପେପର ପରୀକ୍ଷା ସକାଳ ୯ଟାରୁ ଆରମ୍ଭ

ଆଜି ସାରା ରାଜ୍ୟରେ ଓଟିଇଟି ପରୀକ୍ଷା । ଏଥିପାଇଁ ଓଟିଇଟି ପ୍ରଶ୍ନପତ୍ର ଓ ଓଏମଆର ସିଟ କଡ଼ା ସୁରକ୍ଷା ବଳୟରେ ସମସ୍ତ ନୋଡାଲ ସେଣ୍ଟରରେ ରହିଛି । ମାଧ୍ୟମିକ…

ଆଜି ଲକ୍ଷ୍ନୌରେ ଚତୁର୍ଥ ଟି-୨୦, ସିରିଜ୍ କବଜା ଲକ୍ଷ୍ୟରେ ଟିମ୍ ଇଣ୍ଡିଆ

ଆଜି ଭାରତ-ଦକ୍ଷିଣ ଆଫ୍ରିକା ଚତୁର୍ଥ ଟି-୨୦ । ଲକ୍ଷ୍ନୌର ଏକନ୍ନା ଷ୍ଟାଡିୟମରେ ମୁହାଁମୁହିଁ ହେବେ ଦୁଇ ଦଳ । ୫ ମ୍ୟାଚ ବିଶିଷ୍ଟ ସିରିଜ୍ ରେ ୨-୧ରେ ଆଗୁଆ…
୨୦୩୬ ସୁଦ୍ଧା ଓଡ଼ିଶାର ଅର୍ଥନୀତି ୫ଶହ ବିଲିଅନ ଡଲାର ଲକ୍ଷ୍ୟ ରହିଛି : ମୁଖ୍ୟମନ୍ତ୍ରୀ

୨୦୩୬ ସୁଦ୍ଧା ଓଡ଼ିଶାର ଅର୍ଥନୀତି ୫ଶହ ବିଲିଅନ ଡଲାର ଲକ୍ଷ୍ୟ ରହିଛି…

ଭୁବନେଶ୍ବର ଜନତା ମଇଦାନରେ ରାଜ୍ୟରେ ବିଜେପି ସରକାରର ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମରେ ରାଜ୍ୟର ବିକଶିତ ଲକ୍ଷ୍ୟ ନେଇ ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୨୦୩୬ ପାଇଁ…

Leave a Reply

Your email address will not be published. Required fields are marked *