ଆଜି ପ୍ରଥମାଷ୍ଟମୀ: ଶ୍ରୀମନ୍ଦିରରେ ପୋଢୁଆଁ ହେବେ ବଡ଼ ଠାକୁର ବଳଭଦ୍ର

ଆଜି ପ୍ରଥମାଷ୍ଟମୀ: ଶ୍ରୀମନ୍ଦିରରେ ପୋଢୁଆଁ ହେବେ ବଡ଼ ଠାକୁର ବଳଭଦ୍ର

ଶ୍ରୀମନ୍ଦିରରେ ପୋଢୁଆଁ ହେବେ ବଡ଼ ଠାକୁର ବଳଭଦ୍ର । ଏନେଇ ଶ୍ରୀଜିଉଙ୍କ ମାମୁଘର ନିଆଳିରୁ ଶ୍ରୀମନ୍ଦିରକୁ ଆସିଛି ପୋଢୁଆଁ ଭାର । ନିଆଳି ବ୍ଳକର ମାଧବାନନ୍ଦ ଜୀଉଙ୍କ ପୀଠରୁ ପାଟ ବସ୍ତ୍ର, ପିଠା ପାଇଁ ବିରି, ନଡିଆ, ଗୁଡ, ଛେନା, କଦଳୀ,ସହିତ ବିଭିନ୍ନ ପ୍ରକାରର ଫୁଲ ଫଳ ନେଇ ଭାର ଗତକାଲି ଶ୍ରୀକ୍ଷେତ୍ର ପହଞ୍ଚିଥିଲା । ପ୍ରଥମାଷ୍ଟମୀ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତି କରାଯିବ ।

ପ୍ରଥମାଷ୍ଟମୀ ପାଇଁ ପୂରପଲ୍ଲୀରେ ଉତ୍ସାହର ମାହୋଲ ଦେଖିବାକୁ ମିଳିଛି । ପରିବାରର ଜ୍ୟେଷ୍ଠ ସନ୍ତାନର ସୁଖ ସମୃଦ୍ଧି ଓ ଦୀର୍ଘଜୀବନ ପାଇଁ ଅନୁଷ୍ଠିତ ହୋଇଛି ପୂଜାବିଧି । ମା’ମାନେ ଷଠୀ ଦେବୀଙ୍କର ପୂଜା ଅର୍ଚ୍ଚନା କରିବା ସହ ଜ୍ୟେଷ୍ଠ ସନ୍ତାନକୁ ନୂତନ ବସ୍ତ୍ର ପିନ୍ଧାଇ ଫୁଲଚନ୍ଦନରେ ବନ୍ଦାପନା କରିଛନ୍ତି ।

Related post

ଆଜି ଦୋଳ ପୂର୍ଣ୍ଣିମା, ବିଶ୍ବାସ ରହିଛି ଦୋଳରେ ଦୋଳଗୋବିନ୍ଦଙ୍କୁ ଦର୍ଶନ କଲେ ପୁନର୍ଜନ୍ମ ହୁଏ ନାହିଁ ।

ଆଜି ଦୋଳ ପୂର୍ଣ୍ଣିମା, ବିଶ୍ବାସ ରହିଛି ଦୋଳରେ ଦୋଳଗୋବିନ୍ଦଙ୍କୁ ଦର୍ଶନ କଲେ…

ଆଜି ଦୋଳ ପୂର୍ଣ୍ଣିମା । କାଲି ରଙ୍ଗର ପର୍ବ ହୋଲି । ରାଜ୍ୟର ବିଭିନ୍ନ ସ୍ଥାନରେ ଆୟୋଜିତ ହେଉଛି ମେଳଣ Iଭାରତୀୟ ପରମ୍ପରାରେ ଦୋଳପୂର୍ଣ୍ଣିମାକୁ ଦୁଇ ଭାଗରେ ବିଭକ୍ତ…
ଆଜିଠୁ ଇ-ଡିଟେକ୍ସନ ହେବ ବୀମା । ଗାଡିରେ ବୀମା ନଥିଲେ ଟୋଲ ଗେଟରେ ଧରାପଡିବେ ଗାଡ଼ି ଚାଳକ ।

ଆଜିଠୁ ଇ-ଡିଟେକ୍ସନ ହେବ ବୀମା । ଗାଡିରେ ବୀମା ନଥିଲେ ଟୋଲ…

ବୀମା ନଥିଲେ ସମ୍ପୃକ୍ତ ଗାଡି ବିରୋଧରେ ଇ-ଡିଟେକ୍ସନ ପ୍ରକ୍ରିୟାରେ ଜାରି ହେବ ଇ-ଚାଲାଣ । ରାଜ୍ୟର ବିଭିନ୍ନ ଜାତୀୟ ରାଜପଥରେ ଥିବା ୨୨ଟି ଟୋଲ ଗେଟରେ ଏହା କାର୍ଯ୍ୟକାରୀ…
ଆଜି ପରାକ୍ରମୀ ନେତାଜୀ ଓ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ

ଆଜି ପରାକ୍ରମୀ ନେତାଜୀ ଓ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ

ସୁଭାଷ ଚନ୍ଦ୍ର ବୋଷ ଭାରତୀୟ ସ୍ବତନ୍ତ୍ରତା ସଂଗ୍ରାମର ମହାନ ନେତା । ନିଜର ସାହାସ ଦୃଢ ସଂକଳ୍ପ ଏବଂ ରଣନୀତୀ ପାଇଁ ସେ ବେଶ୍ ଜଣାଶୁଣା । ଭାରତର…

Leave a Reply

Your email address will not be published. Required fields are marked *