ଆଜି ପ୍ରଥମାଷ୍ଟମୀ: ଶ୍ରୀମନ୍ଦିରରେ ପୋଢୁଆଁ ହେବେ ବଡ଼ ଠାକୁର ବଳଭଦ୍ର

ଆଜି ପ୍ରଥମାଷ୍ଟମୀ: ଶ୍ରୀମନ୍ଦିରରେ ପୋଢୁଆଁ ହେବେ ବଡ଼ ଠାକୁର ବଳଭଦ୍ର

ଶ୍ରୀମନ୍ଦିରରେ ପୋଢୁଆଁ ହେବେ ବଡ଼ ଠାକୁର ବଳଭଦ୍ର । ଏନେଇ ଶ୍ରୀଜିଉଙ୍କ ମାମୁଘର ନିଆଳିରୁ ଶ୍ରୀମନ୍ଦିରକୁ ଆସିଛି ପୋଢୁଆଁ ଭାର । ନିଆଳି ବ୍ଳକର ମାଧବାନନ୍ଦ ଜୀଉଙ୍କ ପୀଠରୁ ପାଟ ବସ୍ତ୍ର, ପିଠା ପାଇଁ ବିରି, ନଡିଆ, ଗୁଡ, ଛେନା, କଦଳୀ,ସହିତ ବିଭିନ୍ନ ପ୍ରକାରର ଫୁଲ ଫଳ ନେଇ ଭାର ଗତକାଲି ଶ୍ରୀକ୍ଷେତ୍ର ପହଞ୍ଚିଥିଲା । ପ୍ରଥମାଷ୍ଟମୀ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତି କରାଯିବ ।

ପ୍ରଥମାଷ୍ଟମୀ ପାଇଁ ପୂରପଲ୍ଲୀରେ ଉତ୍ସାହର ମାହୋଲ ଦେଖିବାକୁ ମିଳିଛି । ପରିବାରର ଜ୍ୟେଷ୍ଠ ସନ୍ତାନର ସୁଖ ସମୃଦ୍ଧି ଓ ଦୀର୍ଘଜୀବନ ପାଇଁ ଅନୁଷ୍ଠିତ ହୋଇଛି ପୂଜାବିଧି । ମା’ମାନେ ଷଠୀ ଦେବୀଙ୍କର ପୂଜା ଅର୍ଚ୍ଚନା କରିବା ସହ ଜ୍ୟେଷ୍ଠ ସନ୍ତାନକୁ ନୂତନ ବସ୍ତ୍ର ପିନ୍ଧାଇ ଫୁଲଚନ୍ଦନରେ ବନ୍ଦାପନା କରିଛନ୍ତି ।

Related post

ଆଜି ଓଟିଇଟି ପରୀକ୍ଷା, ପ୍ରଥମ ପେପର ପରୀକ୍ଷା ସକାଳ ୯ଟାରୁ ଆରମ୍ଭ

ଆଜି ସାରା ରାଜ୍ୟରେ ଓଟିଇଟି ପରୀକ୍ଷା । ଏଥିପାଇଁ ଓଟିଇଟି ପ୍ରଶ୍ନପତ୍ର ଓ ଓଏମଆର ସିଟ କଡ଼ା ସୁରକ୍ଷା ବଳୟରେ ସମସ୍ତ ନୋଡାଲ ସେଣ୍ଟରରେ ରହିଛି । ମାଧ୍ୟମିକ…

ଆଜି ଲକ୍ଷ୍ନୌରେ ଚତୁର୍ଥ ଟି-୨୦, ସିରିଜ୍ କବଜା ଲକ୍ଷ୍ୟରେ ଟିମ୍ ଇଣ୍ଡିଆ

ଆଜି ଭାରତ-ଦକ୍ଷିଣ ଆଫ୍ରିକା ଚତୁର୍ଥ ଟି-୨୦ । ଲକ୍ଷ୍ନୌର ଏକନ୍ନା ଷ୍ଟାଡିୟମରେ ମୁହାଁମୁହିଁ ହେବେ ଦୁଇ ଦଳ । ୫ ମ୍ୟାଚ ବିଶିଷ୍ଟ ସିରିଜ୍ ରେ ୨-୧ରେ ଆଗୁଆ…
୨୦୩୬ ସୁଦ୍ଧା ଓଡ଼ିଶାର ଅର୍ଥନୀତି ୫ଶହ ବିଲିଅନ ଡଲାର ଲକ୍ଷ୍ୟ ରହିଛି : ମୁଖ୍ୟମନ୍ତ୍ରୀ

୨୦୩୬ ସୁଦ୍ଧା ଓଡ଼ିଶାର ଅର୍ଥନୀତି ୫ଶହ ବିଲିଅନ ଡଲାର ଲକ୍ଷ୍ୟ ରହିଛି…

ଭୁବନେଶ୍ବର ଜନତା ମଇଦାନରେ ରାଜ୍ୟରେ ବିଜେପି ସରକାରର ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମରେ ରାଜ୍ୟର ବିକଶିତ ଲକ୍ଷ୍ୟ ନେଇ ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୨୦୩୬ ପାଇଁ…

Leave a Reply

Your email address will not be published. Required fields are marked *