ସତର୍କ କଲା ପାଣିପାଗ କେନ୍ଦ୍ର, ଆଜିଠୁ ବଢ଼ିବ ବର୍ଷା

ସତର୍କ କଲା ପାଣିପାଗ କେନ୍ଦ୍ର, ଆଜିଠୁ ବଢ଼ିବ ବର୍ଷା

ବଙ୍ଗୋପସାଗରରେ ଆଣ୍ଟି ସାଇକ୍ଲୋନିକ ସର୍କୁଲେସନ ସକ୍ରିୟ । ଏହା ସହ ଟ୍ରପ ଲାଇନ ପ୍ରଭାବରେ ରାଜ୍ୟ ମଧ୍ୟକୁ ସମୁଦ୍ର ପଟୁ ଜଳୀୟବାଷ୍ପ ପ୍ରବେଶ କରୁଛି । ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ଯମ ଧରଣର ବର୍ଷା ଲାଗି ରହିଛି । ଆଜିଠୁ ବଢ଼ିବ ବର୍ଷାର ପରିମାଣ ।

୮ ଜିଲ୍ଲା ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମୟୂରଭଞ୍ଜ, କେନ୍ଦୁଝର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷାର ସମ୍ଭାବନା ରହିଛି ।

ଏହାବ୍ୟତୀତ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ଯାଜପୁର ଜିଲ୍ଲାରେ ହାଲୁକା ବର୍ଷା ସହ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ହେବାକୁ ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଏହାପରେ ବର୍ଷା କମିବା ସହ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ସାମାନ୍ୟ ପ୍ରଭାବ ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି । ଆଗାମୀ ୪ ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ ।

Related post

ରାଜ୍ୟରେ ହିଟ ୱେଭ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି: ଆଞ୍ଚଳିକ ପାଣିପାଗ ବିଭାଗ

ରାଜ୍ୟରେ ହିଟ ୱେଭ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି: ଆଞ୍ଚଳିକ ପାଣିପାଗ…

୧୦ ତାରିଖରୁ ରାଜ୍ୟରେ ହିଟ ୱେଭ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କଲା ଆଞ୍ଚଳିକ ପାଣିପାଗ ବିଭାଗ ।  ଗତ କାଲି ମୟୂରଭଞ୍ଜ ଜିଲ୍ଲାର ତଙ୍ଗରବଳଦ ସ୍ଥାନରେ ୨…
ବିଦେଶୀ ପକ୍ଷୀଙ୍କ ସଂଖ୍ୟା, ଭିତରକନିକାକୁ ଆସିଛନ୍ତି ୧ ଲକ୍ଷ ୫୧ ହଜାର ୬୧୪ଟି ପକ୍ଷୀ

ବିଦେଶୀ ପକ୍ଷୀଙ୍କ ସଂଖ୍ୟା, ଭିତରକନିକାକୁ ଆସିଛନ୍ତି ୧ ଲକ୍ଷ ୫୧ ହଜାର…

ଚଳିତବର୍ଷ ୧ ଲକ୍ଷ ୫୧ ହଜାର ୬୧୪ଟି ବିଦେଶୀ ପକ୍ଷୀ ଆସିଛନ୍ତି । ଚଳିତବର୍ଷ ୧୧୮ ପ୍ରଜାତି ପକ୍ଷୀ ଚିହ୍ନଟ ହୋଇଥିବାବେଳେ ଗତବର୍ଷ ତୁଳନାରେ ୩ କମ୍ ରହିଛନ୍ତି…
ବଢ଼ିଲା ଶିକ୍ଷକଙ୍କ ଦରମା

ବଢ଼ିଲା ଶିକ୍ଷକଙ୍କ ଦରମା

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ,ଏହି ଶିକ୍ଷକମାନଙ୍କ ମାସିକ ପାରିଶ୍ରମିକ  ୧୧ ହଜାର ଶହେ ଟଙ୍କାରୁ ବୃଦ୍ଧି ପାଇ ୧୬ ହଜାର ଟଙ୍କା କରାଯାଇଛି । ଏହାସହିତ ଏହି ବର୍ଗର…

Leave a Reply

Your email address will not be published. Required fields are marked *