ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ଶୀତର ଲହରୀ ଜାରି I

ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ଶୀତର ଲହରୀ ଜାରି I

ରାଜ୍ୟରେ ତଳମୁହାଁ ରହିଛି ପାରଦ । ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ଶୀତର ଲହରୀ ଜାରି ରହିଛି । ଗତ କିଛିଦିନ ହେଲା କନ୍ଧମାଳ କୁ ଛୁଇଁଛି ଶୀତ l ଫୁଲବାଣୀ ରେ ତାପମାତ୍ରା ହ୍ରାସ ପାଇଛି  । ସକାଳୁ କୁହୁଡ଼ିର ମାତ୍ରା କମ୍ ଥିଲା ବେଳେ ଶୀତ ଅନୁଭବ ହେଉଛି  ।

ଲୋକେ ଶୀତରୁ ରକ୍ଷା ପାଇବାକୁ ଗ୍ରାମାଞ୍ଚଳର ଲୋକେ ନିଆଁ ପୁଉଁଛନ୍ତି । ଆଗକୁ ଆହୁରି ୨ ରୁ ୩ ଡିଗ୍ରୀ ସେଲସିୟସ୍ ପର୍ଯ୍ୟନ୍ତ ତାପମାତ୍ରା କମିପାରେ ବୋଲି ପାଣିପାଗ କେନ୍ଦ୍ରର ଆକଳନ କରିଛି । ଡିସେମ୍ବର ପ୍ରଥମ ସପ୍ତାହରୁ ରାଜ୍ୟରେ ଶିତ ବଢ଼ିପାରେ । କୁହୁଡ଼ି ପାଇଁ ସତର୍କତା ଜାରି କରାଯାଇଛି ।

Related post

ସତର୍କ କଲା ପାଣିପାଗ କେନ୍ଦ୍ର, ଆଜିଠୁ ବଢ଼ିବ ବର୍ଷା

ସତର୍କ କଲା ପାଣିପାଗ କେନ୍ଦ୍ର, ଆଜିଠୁ ବଢ଼ିବ ବର୍ଷା

ବଙ୍ଗୋପସାଗରରେ ଆଣ୍ଟି ସାଇକ୍ଲୋନିକ ସର୍କୁଲେସନ ସକ୍ରିୟ । ଏହା ସହ ଟ୍ରପ ଲାଇନ ପ୍ରଭାବରେ ରାଜ୍ୟ ମଧ୍ୟକୁ ସମୁଦ୍ର ପଟୁ ଜଳୀୟବାଷ୍ପ ପ୍ରବେଶ କରୁଛି । ପ୍ରଭାବରେ ରାଜ୍ୟର…
ବିଦେଶୀ ପକ୍ଷୀଙ୍କ ସଂଖ୍ୟା, ଭିତରକନିକାକୁ ଆସିଛନ୍ତି ୧ ଲକ୍ଷ ୫୧ ହଜାର ୬୧୪ଟି ପକ୍ଷୀ

ବିଦେଶୀ ପକ୍ଷୀଙ୍କ ସଂଖ୍ୟା, ଭିତରକନିକାକୁ ଆସିଛନ୍ତି ୧ ଲକ୍ଷ ୫୧ ହଜାର…

ଚଳିତବର୍ଷ ୧ ଲକ୍ଷ ୫୧ ହଜାର ୬୧୪ଟି ବିଦେଶୀ ପକ୍ଷୀ ଆସିଛନ୍ତି । ଚଳିତବର୍ଷ ୧୧୮ ପ୍ରଜାତି ପକ୍ଷୀ ଚିହ୍ନଟ ହୋଇଥିବାବେଳେ ଗତବର୍ଷ ତୁଳନାରେ ୩ କମ୍ ରହିଛନ୍ତି…
ବଢ଼ିଲା ଶିକ୍ଷକଙ୍କ ଦରମା

ବଢ଼ିଲା ଶିକ୍ଷକଙ୍କ ଦରମା

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ,ଏହି ଶିକ୍ଷକମାନଙ୍କ ମାସିକ ପାରିଶ୍ରମିକ  ୧୧ ହଜାର ଶହେ ଟଙ୍କାରୁ ବୃଦ୍ଧି ପାଇ ୧୬ ହଜାର ଟଙ୍କା କରାଯାଇଛି । ଏହାସହିତ ଏହି ବର୍ଗର…

Leave a Reply

Your email address will not be published. Required fields are marked *